ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ସାଇକ୍ରିଷ୍ଣା ପ୍ୟାଲେସ୍‌ରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ସୁଶାନ୍ତ କୁମାର ସିଂଙ୍କୁ ତାଙ୍କର ନାମାଙ୍କନପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ହେବନାହିଁ ଗ୍ୟାସର ଅଭାବ, ସରକାର ଲାଗୁକଲେ ECA, ଜାଣନ୍ତୁ କ’ଣ ଏହି ବ୍ରହ୍ମାସ୍ତ୍ର

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଯୁଦ୍ଧ ଭାରତର ରୋଷେଇ ଘରର ଦ୍ୱାର ଠକ ଠକ କରୁଛି। ହର୍ମୁଜ ପ୍ରଣାଳୀ ବନ୍ଦ ହୋଇଯାଇଛି, ଏଲପିଜି ଟ୍ୟାଙ୍କର୍‌ ଫସି ରହିଛି, ଏବଂ…

ଜୋରଦାର ଚାଲିଛି ଦୈନିକ ବଜାର ଗୃହ ନିର୍ମାଣ କାର୍ଯ୍ୟ: ତୁରନ୍ତ ସାରିବାକୁ ବିଡିଓଙ୍କ ନିର୍ଦ୍ଦେଶ

ଦାରିଙ୍ଗବାଡି,୧୦।୩ (ଅରୁଣ ସାହୁ ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିଠାରେ ଉଠାଦୋକାନୀଙ୍କୁ ଥଇଥାନ ପାଇଁ ଦୈନିକ ବଜାରର ନିର୍ମାଣ କାର୍ଯ୍ୟ ଜୋରଦାର ଚାଲିଛି। ଏହାକୁ ଦୈନିକ ତଦାରଖ କରୁଛନ୍ତି ଦାରିଙ୍ଗବାଡି…

ଟ୍ରେନ ଆଗକୁ ଡେଇଁ ଶାଳୀ ଓ ଭେଣୋଇଙ୍କ ଆତ୍ମହତ୍ୟା, କାରଣ ଜାଣିଲେ….

ଜଳେଶ୍ୱର,୧୦।୩ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ଟ୍ରେନ ଆଗକୁ ଡେଇଁ ଶାଳୀ ଓ…

ସ୍କୁଲରେ ପ୍ରଶ୍ନପତ୍ର ପହଞ୍ଚିବାରେ ହେଉଛି ବିଳମ୍ୱ: ପରୀକ୍ଷା ଦେବାକୁ ଆସି ବସି ରହୁଛନ୍ତି ଛାତ୍ରୀଛାତ୍ର

ଗୋପ,୧୦ା୩(ଭାରତୀ ଭୂଷଣ ଉପାଧ୍ୟାୟ): ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ସୋମବାରଠାରୁ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ହେଲେ ପୁରୀ ଜିଲା ଗୋପ ବ୍ଲକର ବିଭିନ୍ନ ସ୍କୁଲରେ…

ଲାଗୁ ହେଲା ESMA, ହେଲେ କାହିଁକି କେନ୍ଦ୍ର ସରକାର ନେଲେ ଏତେବଡ଼ ନିଷ୍ପତ୍ତି? କ’ଣ ଏହି ESMA

ନୂଆଦିଲ୍ଲୀ,୧୦।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ପାକିସ୍ତାନ ଏବଂ ବାଂଲାଦେଶ ସମେତ ବିଶ୍ୱର…

ମୋମୋ ଖାଇ ଭାଇ-ଭଉଣୀଙ୍କ ମୃତ୍ୟୁ! ମୃତଦେହ ନୀଳ…

ନୂଆଦିଲ୍ଲୀ,୧୦।୩: ପଞ୍ଜାବର ତରନ ତାରନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରବିବାର ସକାଳେ ସନ୍ଦେହଜନକ ପରିସ୍ଥିତିରେ ଦୁଇ ପିଲାଙ୍କର ମୃତଦେହ ଉଦ୍ଧାର କରାଯାଇଛି ।…

ଏହି ଦିନ ନିଜ ପ୍ରେମିକାଙ୍କୁ ବିବାହ କରିବେ ଇଶାନ କିଷାନ, ବଡ଼ ଖୁଲାସା କରିଦେଲେ…

ନୂଆଦିଲ୍ଲୀ,୧୦।୩: ଭାରତୀୟ କ୍ରିକେଟ ଦଳ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ରେ ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ବିଜୟ ପରେ, ଟିମ ଇଣ୍ଡିଆର ଷ୍ଟାର…

ଟ୍ରମ୍ପଙ୍କ ଧମକକୁ ଖାତିର୍‌ କଲାନି ଇରାନ, ବଡ଼ ଚେତାବନୀ ଦେଇ କହିଲା- ଭୁଶୁଡ଼ିଯିବ…

ଓ୍ବାଶିଂଟନ୍‌,୧୦।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ମଧ୍ୟରେ ବାକ ଯୁଦ୍ଧ ତୀବ୍ର ହୋଇଛି। ଟ୍ରମ୍ପ ଚେତାବନୀ ଦେଇଥିଲେ ଯେ ଯଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri