ରିଆଙ୍କୁ ସମର୍ଥନ କରି ଟୁଇଟ୍ କଲେ ରିତେଶ

ମୁମ୍ବାଇ: ବଲିଉଡ୍‌ରେ ଏବେ ଡ୍ରଗ୍ସ ମାମଲାକୁ ନେଇ ଲାଗି ରହିଛି ଆଲୋଚନା ସମାଲୋଚନା । ବଡବଡ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଆଦି ମଧ୍ୟ ଏହି ମାମଲା ଭିତରକୁ ଚାଲି ଆସୁଥିବା ଦେଖାଯାଇଛି । ନିକଟରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତି ଏହି ମାମଲରେ କିଛିଦିନ ଜେଲ ଜୀବନ କାଟି ଘରକୁ ଫେରିଛନ୍ତି । ଏବେ ଅଭିନେତ୍ରୀଙ୍କ ସପକ୍ଷରେ କେହି କେହି କଳାକାର ମୁହଁ ଖୋଲୁଥିବା ବେଳେ ବଲିଉଡ୍ ନାୟକ ରିତେଶ ଦେଶମୁଖ ମଧ୍ୟ ରିଆଙ୍କ ସପକ୍ଷରେ ଟୁଇଟ୍ କରି ଆସିଛନ୍ତି ଚର୍ଚ୍ଚାକୁ । ରିତେଶ ଲେଖିଛନ୍ତି, ‘ସତ’ର ବସବୁବେଳେ ବିଜ ହୋଇଥାଏ ରିଆ, ଏହାହିଁ ତୁମକୁ ।କ୍ତି ଯୋଗାଇବ । କାରଣ ସତଠାରୁ କୌଣସି କଥା ଶକ୍ତିଶାଳୀ ନୁହେଁ । ସୂଚନାଯୋଗ୍ୟ, ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଏହାସହ ଯୋଡି ହୋଇ ଯାଇଛି ଡ୍ରଗ୍ସ ମାମଲା । ଡ୍ରଗ୍ସ କାରବାରରେ ସୁଶାନ୍ତଙ୍କ ସମ୍ପୃକ୍ତି ଓ ଏଥିରେ ତାଙ୍କ ବାନ୍ଧବି ରିଆ ଚକ୍ରବର୍ତ୍ତିଙ୍କ ଭୂମିକାକୁ ନେଇ ଏବେ ମାମଲା ଚାଲିଛି । ରିଆ ଏହି ମାମଲାରେ ପାଖାପାଖି ଏକ ମାସ ଜେଲ୍‌ରେ କାଟି ସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri