ରିଆଙ୍କୁ ସମର୍ଥନ କରି ଟୁଇଟ୍ କଲେ ରିତେଶ

ମୁମ୍ବାଇ: ବଲିଉଡ୍‌ରେ ଏବେ ଡ୍ରଗ୍ସ ମାମଲାକୁ ନେଇ ଲାଗି ରହିଛି ଆଲୋଚନା ସମାଲୋଚନା । ବଡବଡ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଆଦି ମଧ୍ୟ ଏହି ମାମଲା ଭିତରକୁ ଚାଲି ଆସୁଥିବା ଦେଖାଯାଇଛି । ନିକଟରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତି ଏହି ମାମଲରେ କିଛିଦିନ ଜେଲ ଜୀବନ କାଟି ଘରକୁ ଫେରିଛନ୍ତି । ଏବେ ଅଭିନେତ୍ରୀଙ୍କ ସପକ୍ଷରେ କେହି କେହି କଳାକାର ମୁହଁ ଖୋଲୁଥିବା ବେଳେ ବଲିଉଡ୍ ନାୟକ ରିତେଶ ଦେଶମୁଖ ମଧ୍ୟ ରିଆଙ୍କ ସପକ୍ଷରେ ଟୁଇଟ୍ କରି ଆସିଛନ୍ତି ଚର୍ଚ୍ଚାକୁ । ରିତେଶ ଲେଖିଛନ୍ତି, ‘ସତ’ର ବସବୁବେଳେ ବିଜ ହୋଇଥାଏ ରିଆ, ଏହାହିଁ ତୁମକୁ ।କ୍ତି ଯୋଗାଇବ । କାରଣ ସତଠାରୁ କୌଣସି କଥା ଶକ୍ତିଶାଳୀ ନୁହେଁ । ସୂଚନାଯୋଗ୍ୟ, ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଏହାସହ ଯୋଡି ହୋଇ ଯାଇଛି ଡ୍ରଗ୍ସ ମାମଲା । ଡ୍ରଗ୍ସ କାରବାରରେ ସୁଶାନ୍ତଙ୍କ ସମ୍ପୃକ୍ତି ଓ ଏଥିରେ ତାଙ୍କ ବାନ୍ଧବି ରିଆ ଚକ୍ରବର୍ତ୍ତିଙ୍କ ଭୂମିକାକୁ ନେଇ ଏବେ ମାମଲା ଚାଲିଛି । ରିଆ ଏହି ମାମଲାରେ ପାଖାପାଖି ଏକ ମାସ ଜେଲ୍‌ରେ କାଟି ସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri