Posted inଖେଳ

ଋତୁୁପର୍ଣ୍ଣାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୨୪।୧୦: ବ୍ୟାଡମିଣ୍ଟନ ଷ୍ଟାର ଖେଳାଳି ଋତୁୁପର୍ଣ୍ଣା ପଣ୍ଡା ଚଳିତବର୍ଷ ଏକଲବ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ପୁରସ୍କାର ବାବଦରେ ତାଙ୍କୁ ୫ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଏ ନେଇ ରବିବାର ଏକଲବ୍ୟ ପୁରସ୍କାର ଜୁରୀ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗତବର୍ଷ ଏହି ପୁରସ୍କାର ହକି ଖେଳାଳି ନମିତା ଟପ୍ପୋଙ୍କୁ ମିଳିଥିଲା। ଋତୁପର୍ଣ୍ଣା ୩ଥର ବିଏଫଡବ୍ଲ୍ୟୁ ଟାଇଟଲ ଓ ୪ଥର ରନର୍ସଅପ ହୋଇଛନ୍ତି। ୨୨ବର୍ଷୀୟ ଋତୁପର୍ଣ୍ଣାଙ୍କ ବ୍ୟତୀତ ଫୁଟବଲ ଖେଳାଳି ପ୍ୟାରୀ ଶାଖା ଓ ସାଇକେଲ ଚାଳିକା ସ୍ବସ୍ତି ସିଂଙ୍କୁ ୫୦ହଜାର ଟଙ୍କା ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri