ମହାନଦୀରେ ବନ୍ୟା ଆଶଙ୍କା: ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ମହାନଦୀରେ ବନ୍ୟା ଆଶଙ୍କା କରି ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଏହା ସହ ସମସ୍ତେ ଆଲର୍ଟ ମୋଡ୍‌ରେ ରହିଛନ୍ତି। ଦୁର୍ବଳ ନଦୀବନ୍ଧ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ମଧ୍ୟ ଏହି ଭଳି ବର୍ଷା ଜାରି ରୁହେ, ତେବେ ମହାନଦୀରେ ସ୍ବଳ୍ପ ଧରଣର ବନ୍ୟା ଆସିବ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ରବିବାର ସକାଳ ୮ଟାରେ ମୁଣ୍ଡଳୀ ଦେଇ ୬ ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବ। ତେବେ ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୮ଟି ଗେଟ ଖୋଲାଯାଇଥିବା ବେଳେ ଆଗକୁ ଏହା ବଢ଼ିପାରେ। ବୈତରଣୀ ଓ ଜଳକା ନଦୀରେ ଜଳସ୍ତର ବଢିବାରେ ଲାଗିଛି । ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିନିମୁଣ୍ଡିଆରେ ଅଟକିଲା ରଥ

ପୁରୁଣା ଭୁବନେଶ୍ୱର,୧୦।୪(ଡି.ଏନ୍‌.ଏ.): ଅଶୋକାଷ୍ଟମୀ ଅବସରରେ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ନୀତିକାନ୍ତି ପରେ ଶ୍ରୀଲିଙ୍ଗରାଜ, ଭଉଣୀ ରୁକୁଣା ଦେବୀ, ପ୍ରଭୁ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା

ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍‌.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ...

ତାପମାତ୍ରାରେ ରେକର୍ଡ କଲା ବଲାଙ୍ଗୀର

ଭୁବନେଶ୍ୱର,୯।୬(ବ୍ୟୁରୋ): ଜଳୁଛି ଓଡ଼ିଶା। ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଆଜି ବଲାଙ୍ଗୀର ୪୫. ୩ ଡିଗ୍ରୀ ତାପମାତ୍ରା ରେକର୍ଡ କରି ଉତ୍ତପ୍ତ ସହର ପାଲଟିଛି।...

ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

ପରଜଙ୍ଗ, ୮।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା...

‘ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍‌ କରାଯିବ’

ପୁରୀ ଅଫିସ,୮।୧୦: ସାଗର ତଟ ଅଭିଯାନ ଓ ୭୫ତମ ଆଜାଦି କା ଅମୃତ ମହୋତ୍ସବ ଗୁରୁବାର ବ୍ଲୁ ଫ୍ଲାଗ ବିଚ୍‌ରେ ଅନୁଷ୍ଠିତ ହୋଇଯାଇଛି। ଦେଶର ୧୦ଟି...

ଜୁନ୍‌ ୩୦ ଯାଏ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବ ନାହିଁ ବିଜେଡି

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ଭର୍ଚୁଆଲ ରାଲି ନେଇ ବିଜେଡି ନେତା ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଏ କ’ଣ ରାଲି କଲା ସେଥିରେ ଆମର...

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ: ଅସନ୍ତୋଷ ପରେ ଟପ୍ପର ତାଲିକା ପ୍ରକାଶ ପାଇଁ ପ୍ରତିଶ୍ରୁତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ଥିବା ରାଜ୍ୟର ୪୮ ମହିଳା ମହାବିଦ୍ୟାଳୟର ୟୁଜି ଓ ପିଜି ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିଲା।...

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ‘ପଞ୍ଚାୟତର ସବୁ କର୍ମଚାରୀଙ୍କ ଲାଗି ସ୍ବାସ୍ଥ୍ୟବୀମା କରାଯାଉ’

ଭୁବନେଶ୍ୱର, ୧୫।୫(ବ୍ୟୁରୋ): କେବଳ ସ୍ବାସ୍ଥ୍ୟକର୍ମୀ କିମ୍ବା ସରପଞ୍ଚ ନୁହନ୍ତି ବରଂ ପଞ୍ଚାୟତସ୍ତରରେ କାର୍ଯ୍ୟରତ ଥିବା ସମସ୍ତ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା ପ୍ରଦାନ କରାଯାଉ। ଏହାଦ୍ୱାରା ସ୍ଥାୟୀ...

Advertisement
Archives

Model This Week