Posted inଫୁରସତ

ଇତିହାସ ବଖାଣେ ନଦୀ

ପ୍ରାଚୀନ ମଣିଷ ସଭ୍ୟତା ନଦୀକୂଳରେ ହିଁ ଗଢ଼ି ଉଠିଥିଲା। ଚାଷ ବାସ ପିଇବା ପାଣିର ସୁବିଧା ସହିତ ନଦୀ ବାଟେ ସଭ୍ୟ ସମାଜର ବାଣିଜ୍ୟର ପଥ ମଧ୍ୟ ବିକଶିତ ହୋଇ ପାରିଥିଲା। ମାନବ ସଭ୍ୟତାର ଇତିହାସ ସହିତ ନଦୀ ଅତି ଅନ୍ତରଙ୍ଗ ଭାବେ ଜଡ଼ିତ।
ଫସଲ ଉତ୍ପାଦନ, କଶକ୍ତି ବିକାଶ ଏବଂ ପରିବହନ ପାଇଁ ନଦୀର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ନଦୀ ଦ୍ୱାରା ଇକୋସିଷ୍ଟମର ବହୁବିଧ ବିକାଶ ସମ୍ଭବ ହୋଇ ପାରିଥାଏ। ମାନବ ସମାଜ ସହିତ ବନ୍ୟପ୍ରାଣୀଙ୍କ ପାଇଁ ନଦୀ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ଏହାର ସଂରକ୍ଷଣ, ବିକାଶ ତଥା ଏହା ପ୍ରତି ଯତ୍ନଶୀଳ ହେବାର ଆବଶ୍ୟକତା ରହିଛି। ନଦୀଗୁଡ଼ିକ କେବଳ ସ୍ଥାନ ନୁହେଁ ଲୋକ, ସେମାନଙ୍କର ରୀତିନୀତି, ଅଭ୍ୟାସ, ପରମ୍ପରା ଏବଂ ଜୀବନଶୈଳୀକୁ ମଧ୍ୟ ପ୍ରଭାବିତ କରିଥାଏ। ନଦୀଗୁଡ଼ିକ କେବଳ ଘରୋଇ ଆବଶ୍ୟକତା ଏବଂ କୃଷି ଉଦ୍ଦେଶ୍ୟ ପାଇଁ ଜଳ ଯୋଗାଇ ନ ଥାଏ ବରଂ ଲୋକଙ୍କୁ ଜଳପଥ ଦେଇ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ ସୁବିଧା ପ୍ରଦାନ କରିଥାଏ।
୨୦୦୫ରେ ଜାତିସଂଘ ପକ୍ଷରୁ ଜଳ ଉତ୍ସ ପାଇଁ ଉତ୍ତମ ଯତ୍ନର ଆବଶ୍ୟକତା ବିଷୟରେ ଅଧିକ ସଚେତନତା ସୃଷ୍ଟି କରିବା ଲାଗି ‘ୱାଟର ଫର୍‌ ଲାଇଫ’ ଦଶନ୍ଧି ଆରମ୍ଭ କରାଯାଇଥିଲା। ଏହା ପରେ ଅନ୍ତର୍ଜାତୀୟ ସ୍ତରରେ ପ୍ରସିଦ୍ଧ ନଦୀ ଆଡ୍‌ଭୋକେଟ ମାର୍କ ଆଞ୍ଜେଲୋଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପ୍ରସ୍ତାବ ଅନୁସାରେ ବିଶ୍ୱ ନଦୀ ଦିବସ ପାଳନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ନଦୀର ଗୁରୁତ୍ୱ ଉପଲବ୍ଧି କରିବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର ଚତୁର୍ଥ ରବିବାରକୁ ବିଶ୍ୱ ନଦୀ ଦିବସ ଭାବେ ପାଳନ କରାଯାଇଥାଏ। ଚଳିତ ୨୦୨୧ ସେପ୍ଟେମ୍ବର ୨୬ରେ ଏହା ପାଳିତ ହେଉଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri