ସମନ ପରେ ସିବିଆଇ ନିକଟରେ ହାଜର ହେଲେ ରିୟା

ମୁମ୍ବାଇ, ୨୮।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ନିକଟରେ ଶୁକ୍ରବାର ପୁଣି ଥରେ ହାଜର ହୋଇଛନ୍ତି ରିଆ ଚକ୍ରବର୍ତ୍ତୀ। ସିବିଆଇ ସମନ ପାଇବା ପରେ ରିୟା ମୁମ୍ବାଇସ୍ଥିତ ଡିଆରଡିଓ ଗେଷ୍ଟ ହାଉସରେ ପହଞ୍ଚିଛନ୍ତି। ଏହି ମାମଲାରେ ଜଡିତ ଥିବା ସମସ୍ତ ବ୍ୟକ୍ତିଙ୍କୁ ଲଗାତାର ସିବିଆଇ ପଚରାଉଚରା କରୁଛି। ଗତକାଲି ରିଆଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ସିବିଆଇ ଜେରା କରିଥିଲା। ସିବିଆଇ ଯାଞ୍ଚକୁ ଆଜି ଆଠ ଦିନ ପୂରଣ ହୋଇଛି।
ପ୍ରକାଶ ଯେ, ଜୁନ ୧୪ରେ ନିଜ ମୁମ୍ବାଇସ୍ଥିତ ବାସଭବନରୁ ସୁଶାନ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri