ଡ୍ରଗ୍ସ ମାଫିଆଙ୍କ ସହ ରିୟା ଚକ୍ରବର୍ତ୍ତୀଙ୍କ ସମ୍ପର୍କ ଥିବା ପ୍ରମାଣିତ ହୋଇଛି: ବିହାର ଡିଜିପି

ପାଟଣା,୮।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସର ସଂଯୋଗ ସମ୍ପର୍କରେ ଅନୁସନ୍ଧାନ କରୁଥିବା ନାକୋର୍ର୍ଟିକ କଣ୍ଟ୍ରୋଲ ଅଫ ବ୍ୟୁରୋ (ଏନ୍‌ସିବି) ମଙ୍ଗଳବାର ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରିଛି। ରିୟା ଗିରଫ ହେବା ପରେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଡ୍ରଗ୍ସ ମାଫିଆଙ୍କ ସହ ରିୟା ଚକ୍ରବର୍ତ୍ତୀଙ୍କ ସମ୍ପର୍କ ଥିବା ପ୍ରମାଣିତ ହୋଇଛି। ରିୟାଙ୍କ ଅସଲ ମୁଖା ଖୋଲିଯାଇଛି।

ପ୍ରକାଶ ଯେ, ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ସିବିଆଇ ଏବଂ ଏନସିବି ଟିମ ତଦନ୍ତ ଚଳାଇଛନ୍ତି। ଡ୍ରଗ୍ସ ସମ୍ପର୍କରେ ଏନ୍‌ସିବି ଟିମ ସମଗ୍ର ମାମଲାର ତଦନ୍ତ କରୁଛି। ଏହି ମାମଲାରେ ପ୍ରଥମେ ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଅନେକ ଦିନ ଧରି ପଚରାଉଚରା ପରେ ଏନ୍‌ସିବି ଗିରଫ କରିଥିଲା। ଆଜି ରିୟାଙ୍କୁ ମଧ୍ୟ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କୁ ଆକ୍ରମଣ

ମୁମ୍ବାଇ: ନିକଟରେ ଜଣେ ଅଜଣା ଆକ୍ରମଣର ଶିକାର ହୋଇଛନ୍ତି ଅଭିନେତ୍ରୀ ଶାଲୁ ଚୌରାସିଆ। ତାଙ୍କୁ ଏକ ଅଜଣା ବ୍ୟକ୍ତି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କ...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

ରଣବୀର କପୁରଙ୍କ ଭଳି ଅବିକଳ ଦିଶୁଥିବା ଏହି ବ୍ୟକ୍ତିଙ୍କ ମୃତ୍ୟୁ : ଏକଦା ଋଷି କରିଥିଲେ ପ୍ରଶଂସା

ରଣବୀର କପୁରଙ୍କ ପରି ଅବିକଳ ଦିଶୁଥିବା ପ୍ରସିଦ୍ଧ ମଡେଲ ଜୁନାଦ ଶାହାଙ୍କ ଦେହାନ୍ତ ହୋଇଛି। ରଣବୀରଙ୍କ ସହ ଅନେକଆଂଶରେ ତାଙ୍କ ଚେହେରା ମିଶୁଥିବା ଯୋଗୁ ସେ...

ବର୍ଷ ଶେଷରେ ବିବାଦରେ କପିଲ ଶର୍ମା ଶୋ’

ମୁମ୍ବାଇ: ଟେଲିଭିଜନ ରିୟଲିଟି ଶୋ’ ‘ଦ କପିଲ ଶର୍ମା ଶୋ’ ହାଇଏଷ୍ଟ ଟିଆର୍‌ ପିକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ପୁଣି ଥରେ ବିବାଦକୁ...

ରିୟାଙ୍କ ସହ ଡ୍ରଗ୍ସ ମାଫିଆଙ୍କ ଲିଙ୍କ: ଚାଟ୍‌ ଭାଇରାଲ ପରେ ଓକିଲ କହିଲେ ଏମିତି

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ଡ୍ରଗ୍ସ ମାଫିଆଙ୍କ ସହ ସମ୍ପର୍କ ଥିବା ନେଇ ଚର୍ଚ୍ଚା ହେବାରେ ଲାଗିଛି। ସୋସିଆଲ...

‘ଜବ ଓ୍ବି ମେଟ’ର ସିକ୍ୱେଲରେ ନଜର ଆସିବେ କରିସ୍ମା

ମୁମ୍ବାଇ: ଫିଲ୍ମ ‘ଜବ ଓ୍ବି ମେଟ’ର ଦ୍ବିତୀୟ ଭାଗ ତିଆରି ହେବାକୁ ଯାଉଛି। କିନ୍ତୁ ଏଥର ଅଭିନେତ୍ରୀ କରୀନାଙ୍କ ପରିବର୍ତ୍ତେ ଅଭିନେତ୍ରୀ କରିସ୍ମା ଏହି ଫିଲ୍ମରେ...

ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି, ବଦଳିବନି ନାଁ , ଘୁଞ୍ଚିବନି ରିଲିଜ୍‌ ତାରିଖ

ନୂଆଦିଲ୍ଲୀ,୨୪।୨: ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି। ଲାଗି ରହିଥିବା ବିବାଦ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି ସର୍ବୋଚ୍ଚ ଅଦାଲତ। ଫିଲ୍ମକୁ ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି...

‘ମେମୋରାଲାଇଜ୍ଡ’ କରି ରଖାଗଲା ସୁଶାନ୍ତଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଅଫେରା ରାଇଜର ପଥିକ ହୋଇସାରିଛନ୍ତି ସତ। ହେଲେ ତାଙ୍କ ସ୍ମୃତି ଆଜିବି ତାଙ୍କ ପ୍ରଶଂସକଙ୍କୁ ଅନ୍ୟମନସ୍କ...

Advertisement
Archives

Model This Week