ସୁଶାନ୍ତଙ୍କ ମୃତ୍ୟୁର ୧୪ ଦିନ ପରେ ରିୟା ଚକ୍ରବର୍ତ୍ତୀ ନେଲେ ଏଭଳି ପଦକ୍ଷେପ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡରେ ଚାଞ୍ଚଲ୍ୟ ଖେଳିଯାଇଛି। ପ୍ରଶଂସକ ସୁଶାନ୍ତଙ୍କୁ ନ୍ୟାୟ ଦେବା ପାଇଁ ନିରନ୍ତର ସୋସିଆଲ ମିଡିଆରେ ପ୍ରଚାର କରୁଛନ୍ତି। ଏହା ସହିତ କଳାକାରମାନଙ୍କୁ ମଧ୍ୟ ନେପୋଟିଜିମ୍‌ ପାଇଁ ଟାର୍ଗେଟ କରାଯାଉଛି। ଏ ନେଇ ହେଉଛି ଅନେକ ବଡ଼ ତାରକା ସେମାନଙ୍କର ସୋସିଆଲ ମିଡିଆ ଆକାଉଣ୍ଟ ବନ୍ଦ କରିଦେଇଛନ୍ତି। ସୁଶାନ୍ତଙ୍କ ମୃତ୍ୟୁର ୧୪ ଦିନ ପରେ ତାଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ମଧ୍ୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି।

ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କ ଉପରେ ମଧ୍ୟ ଲୋକେ ପ୍ରଶ୍ନ ଉଠାଇଛନ୍ତି। କେତେକ ତାଙ୍କୁ ସୁଶାନ୍ତଙ୍କ ମୃତ୍ୟୁ ପାଇଁ ଦାୟୀ ମଧ୍ୟ କରିଛନ୍ତିି। ଏହି କାରଣରୁ ରିୟାଙ୍କୁ ଟୁଇଟରରେ ଅନେକ ଥର ଟ୍ରୋଲ ହେବାକୁ ପଡ଼ିଛି। ଏଭଳି ସମସ୍ୟାର ମୁକାବିଲା ପାଇଁ ରିୟା ଏକ ବଡ ନିଷ୍ପତ୍ତି ନେଇଛନ୍ତି।

ରିୟା ଚକ୍ରବର୍ତ୍ତୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟର ସେଟିଂକୁ ବଦଳାଇ ଏଥିରେ ଥିବା କମେଣ୍ଟ ଅପ୍‌ଶନ୍‌ ବନ୍ଦ କରିଛନ୍ତି। ବର୍ତ୍ତମାନ କେହି ତାଙ୍କ ପୋଷ୍ଟ ଉପରେ ମନ୍ତବ୍ୟ ଦେଇ ପାରିବେ ନାହିଁ କିମ୍ବା କୌଣସି ପ୍ରକାର ପ୍ରଶ୍ନ ପଚାରିପାରିବେ ନାହିଁ । ତେବେ ସୁଶାନ୍ତଙ୍କ ମୃତ୍ୟୁ ପରଠାରୁ ରିୟା ସୋସିଆଲ ମିଡିଆରେ ସକ୍ରିୟ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri