ସୁଶାନ୍ତଙ୍କ ଭଉଣୀ ପ୍ରିୟଙ୍କାଙ୍କ ବିରୋଧରେ ମାମଲା ଦାଏର କଲେ ରିୟା

ମୁମ୍ବାଇ, ୭।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହି ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ସୁଶାନ୍ତଙ୍କ ଭଉଣୀ ପ୍ରିୟଙ୍କା ସିଂଙ୍କ ବିରୋଧରେ ସୋମବାର ମୁମ୍ବାଇ ପୋଲିସ ଷ୍ଟେଶନରେ ମାମଲା ଦାୟର କରିଛନ୍ତି। ଏଥିସହିତ ରାମ ମନୋହର ଲୋହିୟା ହସ୍ପିଟାଲର ଡାକ୍ତର ତରୁଣ କୁମାରଙ୍କ ସମେତ କିଛି ଲୋକଙ୍କ ନାମରେ ମଧ୍ୟ ମାମଲା ଦେଇଛନ୍ତି। ଜାଲିଆତି, ଏନଡିପିଏସ ଆକ୍ଟ ଏବଂ ଟେଲି ମେଡିସିନ ପ୍ରାକ୍ଟିସ ଗାଇଡଲାଇନ ୨୦୨୦ ବିରୋଧରେ ରିୟା ଏହି ମାମଲା ଦାୟର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କ ନୂଆ ଫଟୋଶୁଟ୍‌, ପ୍ରଶଂସକ କହିଲେ- ଦୀପିକାଙ୍କ ଭଳି ଲାଗୁଛ

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ-ଦୀପିକା ପାଦୁକୋନଙ୍କ ମଧ୍ୟରେ ଭିନ୍ନ ସମ୍ପର୍କ। ଗୋଟିଏ ପଟେ ଉଭୟ ଭଲ ବନ୍ଧୁ ହୋଇଥିବା ବେଳେ ଅପରପକ୍ଷେ ଦୀପିକାଙ୍କ ପୂର୍ବତନ...

ସାରାଙ୍କ ପାଇଁ କାର୍ତ୍ତିକ ଧରିଲେ ଛତା, ଫଟୋ ଭାଇରାଲ

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ୟନ ଶୈଫ୍‌ ଲଳନା ସାରା ଅଲ୍ଲୀ ଖାନ୍‌ଙ୍କ ପ୍ରେମରେ ଉବୁଟୁବୁ। ପ୍ରଥମେ ସାରା କରନ୍‌ ଜୋହରଙ୍କ ଶୋ’ରେ ତାଙ୍କୁ କ୍ରଶ୍‌ ବୋଲି...

ତାପସୀ ପନ୍ନୁଙ୍କୁ ରାଷ୍ଟ୍ରପତି ପଦରେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ…

ମୁମ୍ବାଇ, ୨୬।୭: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ପ୍ରଶଂସା କରିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ଦେଶର ରାଷ୍ଟ୍ରପତି ପଦରେ ତାପସୀଙ୍କୁ ଦେଖିବାକୁ ଚାହୁଁଥିବା ସେ...

ନାୟକର ନଁ। ଦେବଦାସ

ବିଗ୍‌ ବଜେଟ ଓଡ଼ିଆ ଚଳଚ୍ଚିତ୍ର ‘ନାୟକର ନଁ। ଦେବଦାସ’ ଚଳିତ ମାସ ୯ ତାରିଖରେ ପରଦା ଉପରକୁ ଆସୁଛି। ଚିତ୍ରଟିର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି...

ନୂଆବର୍ଷ ଛୁଟି ମନାଇବାକୁ ବାହାରିଲେ ଆଲିଆ-ରଣବୀର, ଏୟାରପୋର୍ଟରେ ସ୍ପଟ୍‌

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ରିଲେସନଶିପ୍‌କୁ ନେଇ ବେଶ୍‌ କିଛିଦିନ ଧରି ବଲିଉଡ୍‌ରେ ଚର୍ଚ୍ଚା ହୋଇଆସୁଛି। ଆଉ ଏ କଥା ବି...

କପି ପେଷ୍ଟ କରି ପୁଣି ଟ୍ରୋଲ ହେଲେ ଉର୍ବଶୀ

ମୁମ୍ବାଇ: ବଲିଉଡ୍‌ର କେତେଜଣ ନାୟିକା ବୋଲ୍ଡନେସ୍‌ ପାଇଁ ବେଶ୍‌ ପରିଚିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଉର୍ବଶୀ ରୌତେଲା ଅନ୍ୟତମ। ଏହି ଅଭିନେତ୍ରୀ ମଧ୍ୟ ଅନେକ...

ଅର୍ଜୁନ ରାମପାଲଙ୍କ ଘରେ ଏନ୍‌ସିବି ଟିମ୍‌

ମୁମ୍ବାଇ,୯ ।୧୧: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ରହସ୍ୟଜନକ ମୃତ୍ୟୁର ଯାଞ୍ଚ ସମୟରେ ସାମ୍ନାକୁ ଆସିଥିବା ଡ୍ରଗ୍ସ ମାମଲାରେ କେତେଜଣ ବଲିଉଡ୍ ସେଲିବ୍ରିଟିଙ୍କ ନାମ...

ମୁମ୍ବାଇ ରାସ୍ତାରୁ ଫଳ କିଣିଲେ ଏହି ଅଭିନେତ୍ରୀ

ଏବେ ସମ୍ପୂର୍ଣ୍ଣ ଭାବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସାଧାରଣ ଜନତାଙ୍କ ପରି ବଲିଉଡ୍‌ କଳାକାରଙ୍କୁ ମଧ୍ୟ ମୁମ୍ବାଇର ଭିନ୍ନ ଭିନ୍ନ ସ୍ଥାନରେ ବୁଲୁଥିବାର ଦେଖିବାକୁ...


Coronavirus Update

Archives

Model This Week

Why Dharitri