ଜେଲ୍‌ରୁ ଆସିବା ପରେ ଏମିତି ବଦଳିଗଲେଣି ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ତାଙ୍କ ପ୍ରଶଂସକମାନଙ୍କ ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ଏକ ହଳଦିଆ ରଙ୍ଗର କୁର୍ତ୍ତୀ ପିନ୍ଧିଥିବା ନଜର ଆସିଛନ୍ତି। ଏଥିସହ ହାତରେ ସେ ରବୀନ୍ଦ୍ରନାଥ ଟାଗୋରଙ୍କ ଲିଖିତ ‘ଗୀତାଞ୍ଜଳି’ ପଢୁଥିବା ଦେଖିବାକୁ ମିଳିଛି। ରିୟା ଲେଖିଛନ୍ତି, ପ୍ରଶ୍ନ ଏବଂ କାନ୍ଦ। ଓଃ କେଉଁଠାରେ। ହଜାରେ ସ୍ରୋତ ଲୁହରେ ତରଳିଯାଏ। ବିଶ୍ୱାସର ବନ୍ୟାରେ ବୁଡ଼ିଗଲି। ମୁଁ ରବୀନ୍ଦ୍ରନାଥ ଟାଗୋର, ଗୀତାଞ୍ଜଳି# ରକ୍ଷକ।

କିଛି ମିନିଟ୍‌ ମଧ୍ୟରେ ତାଙ୍କର ଘନିଷ୍ଠ ବାନ୍ଧବୀ ଶିବାନୀ ଦାଣ୍ଡେକର ଏକ ହାର୍ଟ ଇମୋଜି ଦେଇ ଲେଖିଛନ୍ତି, ତୁମକୁ ବହୁତ ଭଲ ପାଏ।

ସୂଚନାଯୋଗ୍ୟ, ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଏବଂ ଡ୍ରଗ୍ସ ସମ୍ବନ୍ଧୀୟ ଅଭିଯୋଗରେ ଗତବର୍ଷ ସେପ୍ଟେମ୍ବରରେ ମୁମ୍ବାଇର ବାଇକୁଲା ଜେଲ୍‌ରେ ଏକ ମାସ ବିତାଇବା ପରେ ମୁକୁଳିଥିଲେ। ଏବେ ଘରେ ରହି ବିଭିନ୍ନ ପ୍ରକାର ବହି ପଢ଼ାପଢ଼ି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri