Advertisement
Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ଯୋଗଦେଲେ ରିୟା ସେନ…

ମୁମ୍ବାଇ,୧୭।୧୧ : ଅନ୍ୟ ଜଣେ ବଲିଉଡ ଅଭିନେତ୍ରୀ କଂଗ୍ରେସର ଭାରତ ଯୋଡା ଯାତ୍ରାରେ ଯୋଗ ଦେଇଛନ୍ତି। ଅଭିନେତ୍ରୀ ରିୟା ସେନ ଗୁରୁବାର ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଭାରତ ଯୋଡା ଯାତ୍ରାରେ ସାମିଲ ହୋଇଛନ୍ତି। ଏବେ ରାହୁଲ ଗାନ୍ଧୀଙ୍କ ସହ ତାଙ୍କର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଟୁଇଟରରେ ଭାଇରାଲ ହେଉଥିବା ଏକ ଭିଡିଓରେ ଅପନା ସପ୍ନା ମନି ମନି ଅଭିନେତ୍ରୀ ରାହୁଲ ଗାନ୍ଧୀଙ୍କ ସହ ବାର୍ତ୍ତାଳାପ କରୁଥିବାର ଦେଖିବାକୁ ମିଳିଛି। ସେ ରାହୁଲ ଗାନ୍ଧୀଙ୍କ ସହ ଦ୍ରୁତ ଗତିରେ ଚାଲୁଥିବାର ନଜର ଆସିଛନ୍ତି। ଏହି ସମୟରେ ଅଭିନେତ୍ରୀଙ୍କୁ ଟପ ଏବଂ ଜିନ୍ସରେ ଦେଖିବାକୁ ମିଳିଥିଲା, ସେ ମଧ୍ୟ କଳା ଚଷମା ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଫେରାର ହେବା ପରେ ପୋଲିସକୁ ସୁରକ୍ଷା ମାଗିଲେ ମନ୍ତ୍ରୀଙ୍କ ଝିଅ

ବେଙ୍ଗାଲୁରୁ,୯।୩: ଘରୁ ଫେରାର ହୋଇ ଜଣେ ବ୍ୟବସାୟୀଙ୍କୁ ବିବାହ କରିଥିବା ତାମିଲନାଡୁ ମନ୍ତ୍ରୀଙ୍କ ଝିଅ ବେଙ୍ଗାଲୁରୁରେ ପୋଲିସ ଠାରୁ ସୁରକ୍ଷା ଦାବି କରିଛନ୍ତି। ପେଶାରେ ଡାକ୍ତର...

ରିକ୍ସା ଚାଳକଙ୍କ ଘରେ ତଳେ ବସି ଭୋଜନ କଲେ ସ୍ବରାଷ୍ଟମନ୍ତ୍ରୀ

କୋଲକାତା,୭।୪: ବିଧାନସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ଏବେ ସରଗରମ ରହିଛି। ଚତୃର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ପ୍ରଚାର ପାଇଁ...

୨୯ରେ ୨ ରାଜ୍ୟସଭା ପାଇଁ ଉପନିର୍ବାଚନ

ନୂଆଦିଲ୍ଲୀ, ୩୧।୧୦: କେରଳ ଏବଂ ପଶ୍ଚିମବଙ୍ଗରୁ ରାଜ୍ୟ ସଭାରେ ଖାଲିପଡ଼ିଥିବା ଗୋଟିଏ ଲେଖାଏ ଆସନ ଲାଗି ନଭେମ୍ବର ୨୯ରେ ଭୋଟଗ୍ରହଣ ହେବ। ରବିବାର ନିର୍ବାଚନ କମିଶନ...

ସ୍ବାଧୀନତା ଦିବସ ପାଳନ ଅବସରରେ ଆତଙ୍କବାଦୀ ଆକ୍ରମଣ ଇନପୁଟ୍‌ ଆଧାରରେ ରାଜଧାନୀରେ ହାଇ ଆଲର୍ଟ…

ନୂଆଦିଲ୍ଲୀ, ୧୩।୮ : ଦେଶ ଚଳିତ ବର୍ଷ ସ୍ବାଧୀନତାର ୭୫ ତମ ବାର୍ଷିକୀ ପାଳନ କରୁଛି। ତେବେ ଆତଙ୍କବାଦୀମାନେ ଏଥିରେ ବାଧା ସୃଷ୍ଟି କରିବା ଲାଗି...

୩ ମାସ ପରେ ଦେଶରେ ଦୈନିକ କରୋନା ସଂକ୍ରମଣ ୪ ହଜାର ଟପିଲା

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୪୧...

ଜୁଲାଇ ୧ରୁ ୧୫ ମଧ୍ୟରେ ହେବାକୁ ଥିବା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୫।୬: କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର କେତେକ ବିଷୟକୁ ବନ୍ଦ କରିଦିଆଯାଇଥିଲା। ପରେ ଏହି ପରୀକ୍ଷା ଜୁଲାଇ...

ଦିଲ୍ଲୀରେ ଖୋଲିବ ସିନେମା ହଲ୍‌

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀ ସରକାର ଅନ୍‌ଲକ-୮ ନେଇ ଶନିବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଗାଇଡ୍‌ଲାଇନରେ ୩ଟି ବଡ଼ କଟକଣା କୋହଳ କରାଯାଇଛି। ଦିଲ୍ଲୀବାସୀଙ୍କ ଗମନାଗମନର ମାଧ୍ୟମ...

ପୁଣି ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକତା,୫।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରୋନା ଟିକା ଅଭାବ ନେଇ ପୁଣି ଥରେ ଅଭିଯୋଗ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

Advertisement
Archives

Model This Week