Posted inଖେଳ

ଆଜି ନିଜ ପଡ଼ିଆରେ ଖେଳିବେ ରିଆନ

ଗୁଆହାଟୀ,୫ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ବୁଧବାର ଆର୍‌ଆର୍‌ ଏବଂ ପିବିକେଏସ୍‌ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ୨୦୨୩ର ଅଷ୍ଟମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ପଞ୍ଜାବ କିଙ୍ଗ୍ସ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ତେବେ ଉଭୟ ଦଳ ନିଜ ନିଜ ପ୍ରଥମ ମ୍ୟାଚ୍‌ ଜିତିଥିଲେ। ଉଭୟ ଏହାକୁ ବଜାୟ ରଖିବାକୁ ଚେଷ୍ଟା କରିବେ। ଗୁଆହାଟୀର ବରସାପାରା ଷ୍ଟାଡିୟମରେ ଆଜିର ମ୍ୟାଚ୍‌ ଅନୁଷ୍ଠିତ ହେବ। ସବୁଠୁ ବଡ଼ କଥା ହେଲା ଏହା ରିଆନ ପରାଗଙ୍କ ନିଜ ମାଟି। ଆର୍‌ଆର୍‌ ୨୦୧୯ଠାରୁ ଲିଗ୍‌ ଖେଳୁଥିବା ରିଆନ ଆଶା କରାଯାଉଥିବା ପରି ମାର୍କ ରଖିନାହାନ୍ତି। ସେ ହାରାହାରି ୧୬.୫୩ରେ ୪୮ଟି ମ୍ୟାଚ୍‌ରେ ହାରାହାରି ମାତ୍ର ୫୨୯ ରନ୍‌ ଏବଂ ଷ୍ଟ୍ରାଇକ୍‌ ହାର ୧୨୫ ରନ୍‌ କରିଛନ୍ତି। ଏଥି ସହ ସେ ବୋଲିଂରେ ମାତ୍ର ୪ ଓ୍ବିକେଟ ହାସଲ କରିଛନ୍ତି। ତେବେ ଘରୋଇ ପଡ଼ିଆରେ ରାଜସ୍ଥାନ ତାଙ୍କଠାରୁ ମ୍ୟାଚ୍‌ ଜିତିବାର ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?