ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଗିରଫ

ମୁମ୍ବାଇ,୪।୯-ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଶୁକ୍ରବାର ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ଅଭିନେତା ସୁଶାନ୍ତଙ୍କ ମ୍ୟାନେଜର ସାମୁଲଏ ମିରାଣ୍ଡାଙ୍କୁ ମଧ୍ୟ ଗିରଫ କରାଯାଇଛି। ସୌଭିକ ରିୟାଙ୍କ ବାବଦରେ କିଛି ନୂଆ ତଥ୍ୟ ଦେଇଥିବା ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାପସଙ୍କ ସଜବାଜ

ଜଲିଉଡ୍‌ର ଆଗଧାଡିର ନିର୍ଦ୍ଦେଶକ ତାପସ ସ୍ବାଇଁ। ଚଳିତବର୍ଷ ତାଙ୍କ ନିର୍ଦ୍ଦେଶିତ ନାଟକ ‘ମୁଁ ସେହି ଭଦ୍ରକିଆ ଟୋକା (ରଙ୍ଗମହଲ) ଖଣ୍ଡଗିରି ଅପେରା ମେଳାରେ ବାଜିମାତ କରିଛି।...

ଏବେବି ଅମୃତାଙ୍କୁ ମନେପକାନ୍ତି ସୈଫ

ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ପଟୌଦି ଖାନଦାନର ଛୋଟେ ନବାବ ସୈଫ ଅଲି ଖାଁ ଖୁବ୍ ନିକଟରେ ପୁଣିଥରେ ପିତା ହେବାକୁ ଯାଉଛନ୍ତି । ଏହାକୁ...

ଫରହା ଖାନଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌

ମୁମ୍ବାଇ,୨୮।୧୨-ବଲିଉଡ କୋରିଓଗ୍ରାଫର୍‌ ଫରହା ଖାନଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଛି। ଏ ନେଇ ସେ ସୋମବାର ଇନଷ୍ଟାଗ୍ରାମ ଜରିଆରେ ସୂଚନା ଦେଇଛନ୍ତି। ସାରା ଲେଖିଛନ୍ତି, ଏହା...

ଦିଶାଙ୍କ ଲେହଙ୍ଗା ଫଟୋ ପାଇଁ ପାଗଳ ୟୁଜର୍ସ

ବଲିଉଡ୍‌ର ହଟ ଆକ୍ଟ୍ରସ ଦିଶା ପଟାନି ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। କେବେ ଅପକମିଂ ଫିଲ୍ମ ପାଇଁ ତ ଆଉ କେବେ ସୋସିଆଲ ମିଡିଆ ବିଭିନ୍ନ ପୋଷ୍ଟ...

କିଶୋର କୁମାରଙ୍କ ପ୍ରଥମ ପତ୍ନୀଙ୍କ ଦେହାନ୍ତ: ଶୋକ ପ୍ରକାଶ କଲେ ମମତା

ମୁମ୍ବାଇ,୩।୬: ବଲିଉଡ୍‌ ଜଗତର ଭେଟେରାନ ଗାୟକ କିଶୋର କୁମାରଙ୍କ ପତ୍ନୀ ଓ ଅଭିନେତ୍ରୀ ରୁମା ଗୁହା ଠାକୁରତାଙ୍କ ସୋମବାର ଦେହାନ୍ତ ହୋଇଛି। କୋଲକାତା ସ୍ଥିତ ନିଜର...

ପ୍ରିୟଙ୍କା-ଶାହରୁଖ୍‌ଙ୍କ ସହ ଷ୍ଟେଜ୍‌ରେ ଘଟିଥିଲା ଏକ ବଡ଼ ଦୁର୍ଘଟଣା, ଜାଣିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଶାହାରୁଖ କେତେକ ଫିଲ୍ମରେ ଏକାଠି କାମ କରିଛନ୍ତି। ମାତ୍ର ୧୭ ବର୍ଷ ତଳେ ଏହି ଦୁଇ କଳାକାରଙ୍କ...

ପ୍ରିୟଙ୍କାଙ୍କ ରେଷ୍ଟୁରାଣ୍ଟରେ ମିଳୁଛି ଟକିଲା ଗୁପ୍‌ଚୁପ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ନୂଆ ରେଷ୍ଟୁରାଣ୍ଟ ଲୋକଙ୍କ ହୃଦୟ ଜିଣିବାରେ ଲାଗିଛି। ନ୍ୟୁୟର୍କରେ ଖୋଲାଯାଇଥିବା ଏହି ଭାରତୀୟ ରେଷ୍ଟୁରାଣ୍ଟ ‘ସୋନା’ ସାଧାରଣ ଲୋକଙ୍କ ପାଇଁ...

ପ୍ରିୟଙ୍କାଙ୍କ ଫଟୋ ଶେୟାର କରି ଟ୍ରୋଲ୍‌ ହେଲେ ନିକ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ବିଦେଶରେ ରହୁଛନ୍ତି। ଦୁଇଦିନ ତଳେ ସେ ନିକ୍‌ଙ୍କ ପାଇଁ କର୍‌ବା ଚୌଥ୍‌ ବ୍ରତ ରଖିଥିଲେ। ତାଙ୍କର ଏହା ପ୍ରଥମ...

Advertisement


Archives

Model This Week