ସମସ୍ତେ ମୋ ଝିଅକୁ ଫାଶୀରେ ଝୁଲାଇବାକୁ ଚାହାନ୍ତି, ମୋର ମରିଯିବା ଉଚିତ: ରିୟାଙ୍କ ବାପା

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସର ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ଗିରଫ ହୋଇଛନ୍ତି ପ୍ରେମିକା ରିୟା ଚକ୍ରବର୍ତ୍ତୀ। ଭାଇ ସୌଭିକଙ୍କ ପରେ ମଙ୍ଗଳବାର ଏନ୍‌ସିବି ତାଙ୍କୁ ଗିରଫ କରିଛି। ଏପରିକି ତାଙ୍କୁ ୧୪ ଦିନ ପାଇଁ ନ୍ୟାୟିକା ହେପାଜତରେ ପଠାଯାଇଛି। ଏଥିରେ ନିରାଶ ହୋଇ ପ୍ରତିକ୍ରିୟା ରଖିଛନ୍ତି ରିୟାଙ୍କ ବାପା ଇନ୍ଦ୍ରଜିତ ଚକ୍ରବର୍ତ୍ତୀ। କୌଣସି ବାପା ତା ଝିଅ ସହ ଅନ୍ୟାୟ ହେଉଥିବା ଦେଖିପାରିବ ନାହିଁ। ମୋତେ ମରିଯିବା ଆବଶ୍ୟକ ବୋଲି ନିଜର ଟୁଇଟର ଆକାଉଣ୍ଟରେ ସେ କହିଛନ୍ତି। କୌଣସି ପ୍ରମାଣ ନ ଥାଇ ସାରା ଦେଶ ରିୟାଙ୍କୁ ଫାଶିରେ ଝୁଲାଇବାକୁ ଚାହୁଁଛି। ଏଣୁ ତାଙ୍କୁ ନ୍ୟାୟ ମିଳୁ ବୋଲି ଇନ୍ଦ୍ରଜିତ ଦାବି କରିଛନ୍ତି।

ଅପରପକ୍ଷେ ଏନ୍‌ସିବି ରିୟାଙ୍କୁ ଡ୍ରଗ୍‌ ସିଣ୍ଡିକେଟ୍‌ର ସକ୍ରିୟ ସଦସ୍ୟ ବୋଲି କହିଛି। ସେ ଡ୍ରଗ୍ସ ନେଣଦେଣ ଏବଂ ଟଙ୍କାରେ ଭାଗୀଦାର ଥିଲେ। ଏଥିସହ ଦିପେଶ ସାଓ୍ବନ୍ତ, ଶୋଭିକ ଏବଂ ସୈମୁଏଲ ମିରାଣ୍ଡାଙ୍କୁ ମଧ୍ୟ ଏଥିପାଇଁ ନିର୍ଦ୍ଦେଶ ଦେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?