Posted inଖେଳ

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି ଭାବରେ ରିଷଭ ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ କ୍ରମାଗତ ଦ୍ୱିତୀୟ ପରାଜୟର ସମ୍ମୁଖୀନ ହୋଇଥିଲା। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ରିଷଭ ପନ୍ତ ୨୬ ବଲରେ ୨୮ ରନ ସଂଗ୍ରହ କରିଥିଲେ। କିନ୍ତୁ ଆଉଟ୍‌ ହେବା ପରେ ରିଷଭ ପନ୍ତ ନିଜର କ୍ରୋଧକୁ ନିୟନ୍ତ୍ରଣ କରିପାରି ନ ଥିଲେ। ସେ କାନ୍ଥରେ ବ୍ୟାଟ ପଟିଥିଲେ। ରିଷଭ ପନ୍ତ ଆଉଟ୍‌ ହେବା ପରେ ନିଜ ଉପରେ ବହୁତ ବିରକ୍ତ ଦେଖାଯାଉଥିଲେ।
ୟୁଜବେନ୍ଦ୍ର ଚହଲଙ୍କ ବଲରେ ରିଷଭ ପନ୍ତ ଆଉଟ ହୋଇଥିଲେ। ସେତେବେଳେ ଦିଲ୍ଲୀ କ୍ୟାପିଟାଲ୍ସର ସ୍କୋର ୧୩.୧ ଓଭରରେ ୪ ଉଇକେଟ ପାଇଁ ୧୦୫ ରନ ଥିଲା, କିନ୍ତୁ ପାଭିଲିୟନକୁ ଫେରିବା ପରେ ରିଷଭ ପନ୍ତ ବହୁତ ରାଗିଯାଇଥିଲେ। ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ରାଗରେ ତାଙ୍କ ବ୍ୟାଟକୁ କାନ୍ଥରେ ପିଟଇଥିଲେ। ତେବେ ସୋସିଆଲ ମିଡିଆରେ ରିଷଭ ପନ୍ତଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି।

https://twitter.com/Reddy_Jaipal18/status/1773403016902967401


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?