Posted inଜାତୀୟ

ବିହାର ରାଜନୀତି: ନୀତୀଶଙ୍କୁ ଫୋନ କଲେ ଲାଲୁ, ୨ଦିନ ମଧ୍ୟରେ ଚୂଡାନ୍ତ ନିଷ୍ପତ୍ତି ନେଇପାରନ୍ତି ବିହାର ମୁଖ୍ୟମନ୍ତ୍ରୀ

ପାଟନା,୨୫।୧: ବିହାରରେ ରାଜନୈତିକ ସଙ୍କଟ ମଧ୍ୟରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଗୁରୁବାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଫୋନରେ କଥା ହୋଇଛନ୍ତି। ସୂଚନାନୁସାରେ, ମୁଖ୍ୟମନ୍ତ୍ରୀ ନୀତୀଶ ଗୋଟିଏ କିମ୍ବା ଦୁଇ ଦିନ ମଧ୍ୟରେ ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରନ୍ତି। ଅର୍ଥାତ୍‌ ଗୋଟିଏ କିମ୍ବା ଦୁଇ ଦିନ ପରେ ହିଁ ଜଣାପଡିବ ଯେ ବର୍ତ୍ତମାନର ସରକାର ଅକ୍ଷୁର୍ଣ୍ଣ ରହିବେ ନା ଜେଡିୟୁରୁ ଏନଡିଏକୁ ଫେରିବେ। ଏହି ସମୟରେ ଲାଲୁ ଯାଦବ ତାଙ୍କ ଦଳର ନେତା ଶିବାନନ୍ଦ ତିୱାରୀଙ୍କୁ ନୀତୀଶ କୁମାରଙ୍କ ସହ କଥା ହେବାକୁ ପଠାଇଛନ୍ତି। ଲଲନ ସିଂଙ୍କ ଠାରୁ ଦଳର କମାଣ୍ଡ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ନୀତୀଶ କୁମାର ଏନଡିଏରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଚାଲୁଥିଲା। ଯଦିଓ ଜେଡିୟୁ ନେତାମାନେ ଏନଡିଏରେ ଯୋଗଦେବା କଳ୍ପନାକୁ ପ୍ରତ୍ୟାଖ୍ୟାନ କରିଆସୁଥିଲେ ମଧ୍ୟ କର୍ପୁରୀ ଠାକୁରଙ୍କୁ ଭରତ ରତ୍ନ ଦେବାର ନିଷ୍ପତ୍ତି ନିଆଯିବା ମାତ୍ରେ ଏହି ଆଲୋଚନା ପୁଣିଥରେ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri