Posted inଜାତୀୟ

ମନୋଜ ଝାଙ୍କୁ Y ବର୍ଗର ସୁରକ୍ଷା ଯୋଗାଇବାକୁ ଦାବି କଲା ଆରଜେଡି

ପାଟନା,୨୮।୯: ରାଜ୍ୟ ସଭା ଏମ୍‌ପି ମନୋଜ ଝାଙ୍କ ବୟାନକୁ ନେଇ ଗୃହରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ନେଇ ମନୋଜ ଝାଙ୍କୁ Y ବର୍ଗର ସୁରକ୍ଷା ଯୋଗାଇବାକୁ ଆରଜେଡି ଦାବି କରିଛି। ଆରଜେଡି ମୁଖପାତ୍ର ଋଷି ମିଶ୍ରା ଏ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟଅ ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତି। ଆରଜେଡି ଅନୁଯାୟୀ, ଅନେକ ଦଳର ନେତାମାନେ ଏ ପର୍ଯ୍ୟନ୍ତ ଧମକ ଦେଇସାରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ମନୋଜ ଝାଙ୍କୁ Y ବର୍ଗର ସୁରକ୍ଷା ଦେବାକୁ ଆରଜେଡି ଦାବି କରିଛି। ସୂଚନାଯୋଗ୍ୟ, ମନୋଜ ଝା ଠାକୁର ଉପରେ ଦେଇଥିବା ବୟାନ ପରେ ଚର୍ଚ୍ଚାରେ ଅଛନ୍ତି। ମନୋଜ ଝାଙ୍କ ବୟାନକୁ ନେଇ ଅନେକ ବିବାଦ ଲାଗିରହିଛି।

ସୂଚନାଯୋଗ୍ୟ, ଆରଜେଡିର ରାଜ୍ୟ ସଭା ଏମ୍‌ପି ତଥା ମୁଖପାତ୍ର ମନୋଜ ଝା ସଂସଦର ସ୍ବତନ୍ତ୍ର ଅଧିବେଶନରେ ରାଜ୍ୟ ସଭାରେ ମହିଳା ସଂରକ୍ଷଣ ବିଲ୍‌ ଉପରେ ନିଜର ମତାମତ ଉପସ୍ଥାପନ କରୁଥିବାବେଳେ ଓମପ୍ରକାଶ ବାଲ୍ମୀକୀଙ୍କ ଏକ କବିତା ପଢିଥିଲେ, ଯେଉଁଥିରେ ସେ ‘ଠାକୁରଙ୍କ କୂଅ’କୁ ନେଇ ଟାର୍ଗେଟ କରିଥିଲେ। ଏହାକୁ ନେଇ ମନୋଜ ଝାଟାର୍ଗେଟରେ ରହିଆସିଛନ୍ତି। ପୂର୍ବତନ ଏମ୍‌ପି ଆନନ୍ଦ ମୋହନଙ୍କ ପୁଅ ତଥା ଆରଜେଡି ବିଧାୟକ ଚେତନ ଆନନ୍ଦ ନିଜ ଦଳର ଏମ୍‌ପି ମନୋଜ ଝାଙ୍କ ଉପରେ କଡ଼ା ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri