Posted inଜାତୀୟ

ମୋଦିଙ୍କୁ ଟାର୍ଗେଟ କଲେ ଲାଲୁ କହିଲେ ଆସନ୍ତା ବର୍ଷ ଉଡାଇ ପାରିବେନି ତ୍ରିରଙ୍ଗା

ନୂଆଦିଲ୍ଲୀ,୧୫।୮: ରେଡ ଫୋର୍ଟରୁ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦଶମ ଥର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ୨୦୨୪କୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ପରବର୍ତ୍ତୀ ଥର ଅଗଷ୍ଟ ୧୫ରେ, ଏହି ରେଡ ଫୋର୍ଟରୁ ମୁଁ ଦେଶର ଉପଲବ୍ଧି, ଏହାର ସଫଳତା ଏବଂ ଗର୍ବ ଆପଣଙ୍କ ସାମ୍ନାରେ ଉପସ୍ଥାପନ କରିବି। ଅର୍ଥାତ୍‌ ମୋଦି କହିଥିଲେ କି ମୁଁ ପୁଣଇ ଆସନ୍ତା ବର୍ଷ ଆସିବି। ଏବେ ଏହାକୁ ନେଇ ଆରଜେଡି ସୁପ୍ରିମୋ ଲାଲୁ ଯାଦବ ପ୍ରତିକ୍ରିୟା ରଖିଛନ୍ତି। ଏହା ଉପରେ ସେ କହିଛନ୍ତି ଯେ ଆସନ୍ତା ବର୍ଷ ମୋଦି ଉଡାଇ ପାରିବେ ନାହିଁ। ଏହି ବର୍ଷ ସେ ଶେଷ ଥର ପାଇଁ ରେଡ ଫୋର୍ଟରୁ ତ୍ରରଙ୍ଗା ଉଡାଇଛନ୍ତି। ଏହା ସହିତ ଲାଲୁ ଯାଦବ ରାଜ୍ୟ ତଥା ଦେଶବାସୀଙ୍କୁ ସ୍ବାଧୀନତା ଦିବସରେ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri