Posted inଜାତୀୟ

ଆରଜେଡି ନେତାଙ୍କ ଭାଇଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ପାଟଣା, ୭।୧୧-ବିହାରରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ବିଟୁ ସିଂଙ୍କ ଭାଇ ବେନି ସିଂଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ପୂର୍ଣ୍ଣେୟା ଜିଲା ଧାମଦାହା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାର୍ସି ଅଞ୍ଚଳରେ ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି।
ରିପୋର୍ଟ ଅନୁସାରେ, ବେନି ସିଂ ଛିଡା ହୋଇଥିବାବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଅଚାନକ ଗୁଳି ଚଳାଇଥିଲେ। ଫଳରେ ଘଟଣାସ୍ଥଳରେ ବେନି ଟଳିପଡିଥିଲେ। ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରରେ ରାଜ୍ୟ ବାହାର ଲୋକଙ୍କୁ ଭୋଟ ଅନୁମତିକୁ ନେଇ ସର୍ବ ଦଳୀୟ ବୈଠକ, ଭାଜପାକୁ ମିଳିନାହିଁ ନିମନ୍ତ୍ରଣ

ଜମ୍ମୁ,୨୨ ।୮: କଶ୍ମୀରରେ ରହୁଥିବା ରାଜ୍ୟ ବାହାରର ଲୋକଙ୍କୁ ଭୋଟ ଦେବାର ଅଧିକାର ଦେଇଛନ୍ତି ନିର୍ବାଚନ କମିଶନ । ଏବେ ଏହାକୁ ନେଇ ଆରମ୍ଭ ହୋଇଯାଇଛି...

ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ପଡ଼ୋଶୀଙ୍କ ନାଁରେ କୁକୁର ପାଳିବାରୁ ମହିଳାଙ୍କୁ ନିଆଁ ଲଗାଇ ଦେଲେ

ଭାବନଗର(ଗୁଜରାଟ),୨୧।୧୨: ଏକ କୁକୁର ଛୁଆର ନାଁକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଜାଳି ଦେଇଛନ୍ତି ତାଙ୍କ ପଡ଼ୋଶୀ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା...

ଏହି ଭାକ୍ସିନ୍‌ ନେଲେ ଆଉ ହେବନି କରୋନା…

ନୂଆଦିଲ୍ଳୀ,୨୫।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ଦେଶରେ ସାର୍ବଜନୀକ କରୋନା...

ନିର୍ବାଚନ ଲଢିବେନି ମାୟାବତୀ

ଲକ୍ଷ୍ନୌ,୧୧।୧: ଉତ୍ତରପ୍ରଦେଶର ଆଗାମୀ ବିଧାନସଭା ନିର୍ବାଚନରେ ବିଏସପି ସୁପ୍ରିମୋ ମାୟାବତୀ ଏଥର ନିର୍ବାଚନ ଲଢିବେ ନାହିଁ। ବିଏସପି ସାଧାରଣ ସମ୍ପାଦକ ସତୀଶ ଚନ୍ଦ୍ର ମିଶ୍ର ମଙ୍ଗଳବାର...

ଅଡ୍‌-ଇଭିନ୍‌ ନମ୍ବର ପରେ ବଦଳିବ କାର୍ଯ୍ୟାଳୟର ସମୟ

ନୂଆଦିଲ୍ଲୀ,୧୨।୧୦: ରାଜଧାନୀ ଦିଲ୍ଲୀରେ ନଭେମ୍ବର ୪-୧୫ ମଧ୍ୟରେ ପୁଣି ଥରେ ଅଡ୍‌-ଇଭିନ୍‌ ନମ୍ବର କାର୍ଯ୍ୟକାରୀ ହେବ। ପ୍ରଦୂଷଣର ମାତ୍ରା ବଢିଯାଇଥିବାରୁ ଏବେ ଦିଲ୍ଲୀ ସରକାର ଅଡ୍‌-ଇଭିନ୍‌...

୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ

କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ...

‘କଂଗ୍ରେସକୁ କେହି ହରାଇପାରିବେ ନାହିଁ, ଦଳ ନିଜକୁ ହିଁ ନିଜେ ହରାଇପାରିବ’

ଚଣ୍ଡିଗଡ,୩୦।୧: ପଞ୍ଜାବରେ ନିର୍ବାଚନ ପାଖେଇ ଆସୁଥିବାରୁ ବିଭିନ୍ନ ଦଳର ନେତାଙ୍କ ମଧ୍ୟ ଆରୋପ-ପ୍ରତ୍ୟାରୋପ ଲମ୍ବିବାରେ ଲାଗିଛି। ଶିରୋମଣି ଅକାଳୀ ଦଳର ବିଧାୟକ ବିକ୍ରମ ମାଜିଠିଆ ଏବଂ...

Advertisement
Archives

Model This Week