Posted inଜାତୀୟ

ତେଜସ୍ୱୀ ବିରୋଧିଦଳ ନେତା!

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇ ସାରିଥିବା ବେଳେ ନୀତୀଶ କୁମାର ପୁଣିଥରେ ବିହାର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ଦୀପାବଳି ପରେ ସେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏହାରି ଭିତରେ ଗୁରୁବାର ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଏକ ବୈଠକ ରାବ୍ରି ଦେବୀଙ୍କ ବାସଭବନରେ ଅନୁଷ୍ଠିତ ହୋଇଛି । ଏଥିରେ ଆର୍‌ଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେସ୍ୱୀ ଯାଦବଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଛି । ତେବେ ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ତେଜସ୍ୱୀ ମଧ୍ୟ ବିରୋଧି ଦଳ ନେତା ଭାବେ ସମର୍ଥନ ପାଇଛନ୍ତି । ଏଥର ମହାମେଣ୍ଟରେ ସାମିଲ ଥିବା ତେଜସ୍ୱୀଙ୍କୁ କଂଗ୍ରେସ ମଧ୍ୟ ସମର୍ଥନ ଜଣାଇଛି । ସୂଚନାଯୋଗ୍ୟ, ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଏଥର ନିର୍ବାଚନ ସମୟରେ ଜେଲ୍‌ରେ ଥିବାରୁ ତେଜସ୍ୱୀ ଦଳର ଗୁରୁଦାୟିତ୍ୱ ବହନ କରିଥିଲେ । ଏମିତିକି ଜନତାଙ୍କ ଖୁବ୍ ସମର୍ଥନ ବି ମିଳିଛି ତେଜସ୍ୱୀଙ୍କୁ । ପୋଷ୍ଟରରୁ ପିତାଙ୍କ ଫଟୋ ହଟାଇ ଦେଇ ଚର୍ଚ୍ଚାକୁ ଆସିଥିବା ତେଜସ୍ୱୀ କିନ୍ତୁ ଜନତାଙ୍କ ନିଟକତର ହୋଇ ପାରିଥିଲେ । ଫଳାଫଳକୁ ଦେଖିଲେ ସହଜରେ ଅନୁମାନ କରାଯାଇ ପାରେ ଯେ ତେଜସ୍ୱୀ ନିଜ ବଳରେ ବହୁ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri