Posted inଜାତୀୟ

ସେ ମୋ ଜେଜେବାପାଙ୍କୁ ଭାରତ ରତ୍ନ ଦେଇଛନ୍ତି, କେଉଁ ମୁହଁରେ ମନା କରିଦେଇଥାନ୍ତି: ଭାଜପା ସହ ମେଣ୍ଟକୁ ନେଇ କହିଲେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୯।୨: ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କୁ ମୋଦି ସରକାର ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ଏହାକୁ ନେଇ ତାଙ୍କ ନାତି ତଥା ଆରଏଲଡି ନେତା ଜୟନ୍ତ ଚୌଧୁରୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଜୟନ୍ତ ଚୌଧୁରୀ ଚୌଧୁରୀ ଚରଣ ସିଂଙ୍କୁ ଭାରତ ରତ୍ନ ଦେବା ନିଷ୍ପତ୍ତି ଉପରେ ଖୁସି ବ୍ୟକ୍ତ କରିଛନ୍ତି। ଏହା ପରେ ଆରଏଲଡି ମୁଖ୍ୟ ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ଘୋଷଣା କରିଛନ୍ତି।

ଯେତେବେଳେ ଜୟନ୍ତ ଚୌଧୁରୀଙ୍କୁ ପଚରାଯାଇଥିଲା ଯେ ସେ ଭାଜପା ସହ ମେଣ୍ଟ କରିବେ କି? ଏହା ଉପରେ ସେ କହିଛନ୍ତି, ମୁଁ କେଉଁ ମୁହଁରେ ମନା କରିବି। ସେ କହିଛନ୍ତି, ଏହା ମୋ ପାଇଁ ଏକ ଭାବପ୍ରବଣ ଏବଂ ସ୍ମରଣୀୟ ମୁହୂତ୍ତ। ମୁଁ ଭାରତର ରାଷ୍ଟ୍ରପତି ଏବଂ ବିଶେଷ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ସହିତ ଦେଶର ଭାବନା ସଂଲଗ୍ନ ହୋଇଛି । ଏହା ଦର୍ଶାଉଛି ଯେ ପ୍ରଧାନମନ୍ତ୍ରୀ ମୋଦି ଦେଶର ଭାବନାକୁ ଭଲଭାବେ ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଅଜିତ ସିଂ ଜୀଙ୍କର ସ୍ବପ୍ନକୁ ସାକାର କରିଛନ୍ତି। ସେ କହିଛନ୍ତି, ନରେନ୍ଦ୍ର ମୋଦି ଏପରି ନିଷ୍ପତ୍ତି ନେଇଛନ୍ତି ଯାହା ପୂର୍ବ ସରକାର ଆଜି ପର୍ଯ୍ୟନ୍ତ ନେଇପାରିନଥିଲେ। ଆଜିର ନିଷ୍ପତ୍ତି ପିଢି ପରେ ପିଢି ସ୍ମରଣୀୟ ହୋଇ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri