ଏଭିଭି ସହ ଆର୍‌ଏନ୍‌ଟିବିସିଆଇର ବୁଝାମଣା

ଭୁବନେଶ୍ୱର,୨୬।୧୨: ରେନ୍‌ଲଟ୍‌ ନିଶାନ ଟେକ୍ନୋଲୋଜି ଆଣ୍ଡ ବିଜ୍‌ନେସ୍‌ ସେଣ୍ଟର ଇଣ୍ଡିଆ ( ଆର୍‌ଏନ୍‌ଟିବିସିଆଇ) ଏବଂ ଅମ୍ରିତା ବିଶ୍ୱ ବିଦ୍ୟାପୀଠମ (ଏଭିଭି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ପ୍ଲେସ୍‌ମେଣ୍ଟ, ଇଣ୍ଟର୍ନଶିପ, ଇଲେକ୍ଟିଭ କୋର୍ସ, ଜଏଣ୍ଟ ରିସର୍ଚ୍ଚ ପ୍ରୋଗ୍ରାମ ଏବଂ ଦି ଏଣ୍ଟାବ୍ଲିସ୍‌ମେଣ୍ଟ ଅଫ୍‌ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ଓ ଲ୍ୟାବ୍‌ସ ଆଦି କ୍ଷେତ୍ରରେ ଉଭୟ ସଂସ୍ଥା ମିଳିତ ଭାବେ କାର୍ଯ୍ୟ କରିବେ। ଉଲ୍ଲେଖଯୋଗ୍ୟ, ବିଶ୍ୱବିଦ୍ୟାଳୟର କୋଏମ୍ବାଟୁର କ୍ୟାମ୍ପସଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉଭୟ ସଂସ୍ଥାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏକ ଦ୍ୱିପାକ୍ଷିକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଥିଲା। ଏ ସମ୍ପର୍କରେ ରେନ୍‌ଲଟ ନିଶାନ ଟେକ୍‌ର ଏମ୍‌ଡି ଦେବାଶିଷ ବିମଳ ପ୍ରକାଶ ନେଓଗୀ କହିଛନ୍ତି, ଆମେ ଏହି ବୁଝାମଣା ପତ୍ରକୁ ନେଇ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଇଣ୍ଡଷ୍ଟ୍ରି ଓ ଏକାଡେମିକ ସହଭାଗିତା ଆଗାମୀ ଦିନରେ ପରିବର୍ତ୍ତନ ଆଣିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri