ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ,୨ଗୁରୁତର

ନୂଆପଡା ଅଫିସ,୮।୯: ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ତେବେ ନୂଆପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍‌ ଅଭିଯୋଗ

ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର...

ଗଞ୍ଜାମରେ ଟିକାକରଣ ଲକ୍ଷ୍ୟ ପୂରଣ: ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କଲେ ଜିଲାପାଳ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ନୂଆଦିଲ୍ଲୀ ଜନପଥସ୍ଥିତ ଡ. ଆମ୍ବେଦକାର ଇଣ୍ଟରନ୍ୟାଶନାଲ ସେଣ୍ଟରଠାରେ ପଲ୍‌ସ ପୋଲିଓ ସିଲଭର...

ଇଚ୍ଛା ଶକ୍ତି ଆଗରେ ହାର ମାନିଛି ଅକ୍ଷମତା: ଗୁରୁଣ୍ଡି ଗୁରୁଣ୍ଡି ରାସ୍ତା ମରାମତି କଲେ ଦିବ୍ୟାଙ୍ଗ, ଭିଡିଓ ଭାଇରାଲ

ଭବାନୀପାଟଣା,୨୩।୯(ସ୍ବ.ପ୍ର): ଦୃଢ଼ ଇଚ୍ଛାଶକ୍ତି ଆଗରେ ହାର ମାନିଛି ଶାରୀରିକ ଅକ୍ଷମତା । ଦୁଇଟି ଯାକ ଗୋଡ଼ ପୋଲିଓରେ ଆକ୍ରାନ୍ତ ହୋଇ ଅଚଳ, ତଥାପି ଗୁରୁଣ୍ଡି ଗୁରୁଣ୍ଡି...

ଯୁବତୀଙ୍କ ବେକ କାଟି ହତ୍ୟା ଉଦ୍ୟମ:ଗୁରୁତର ଅବସ୍ଥାରେ ମାଲକାନଗିରିରେ ଚିକିତ୍ସାଧୀନ

କାଲିମେଳା,୨୪ା୪(ଡି.ଏନ.ଏ.)-ମାଲକାନଗିରି ଜିଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତ ଏମଭି-୮୨ ଗ୍ରାମରେ ଗତ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବତୀଙ୍କୁ କେତେକ ଦୁର୍ବୃତ୍ତ ହତ୍ୟା ଉଦ୍ୟମ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା...

ବଜ୍ରପାତ ନେଲା ୭ ଜୀବନ

ବାଲେଶ୍ୱର ଅଫିସ/ ରେମୁଣା/ସଜନାଗଡ/ ଚାନ୍ଦବାଲି/ଭଦ୍ରକ ଅଫିସ/କେନ୍ଦୁଝର, ୪। ୮(ଡି.ଏନ.ଏ./ସ୍ବ.ପ୍ର.) ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଅକାଳରେ ୭ଜଣଙ୍କ ଜୀବନ ଯାଇଛି।...

ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ

ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି।...

ବିଦ୍ୟୁତ୍‌ ଆଘାତରେ ଅସ୍ଥାୟୀ ଲାଇନ୍‌ ମ୍ୟାନ ଗୁରୁତର:  ନେସ୍କୋ କାର୍ଯ୍ୟାଳୟ ଘେରାଉ

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲମ ତାଳପଦା ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଅସ୍ଥାୟୀ ଲାଇନମ୍ୟାନ୍‌ ଗୁରୁତର ହେବା ଘଟଣାକୁ ନେଇ ୨ଦିନ ପରେ ଗ୍ରାମବାସୀ...

Advertisement
Archives

Model This Week