ପଛରୁ ପିଟିଦେଲା ହାଇୱା

ଭୁବନେଶ୍ବର,୮।୪(ବ୍ୟୁରୋ): ସ୍କୁଟିକୁ ପଛ ପଟୁ ପିଟିଲା ହାଇୱା ଟ୍ରକ୍‌। ଏଭଳି ଏକ ଦୁର୍ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ଅନ୍ଧାରୁଆରେ। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ତେବେ ଆମ୍ବୁଲାନ୍ସରେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଚନ୍ଦକା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପାରମିତା ପାଇଲେ ‘ଶାରଳା ପୁରସ୍କାର’

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଇମ୍ଫା ଚାରିଟେବଲ୍‌ ଟ୍ରଷ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ କଥାକାର ପାରମିତା...

୭ ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ: ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ,୧୬।୧୧(ଡି.ଏନ୍‌.ଏ.): ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ସଭ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଏନ୍‌ସି ମାରୁଆଙ୍କ ନେତୃତ୍ୱରେ ଆସିଥିବା ୭ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତିନିଧି ଶୁକ୍ରବାର ପ୍ରଥମେ...

ଏଣ୍ଡୋକ୍ରାଇନୋଲୋଜି ବିଭାଗରେ ତାଲା ଝୁଲିବ

କଟକ ଅଫିସ,୩୧ା୧୦: ଏସ୍‌ସିବି ମେଡିକାଲ୍‌ର ଗୋଟିକ ପରେ ଗୋଟିଏ ବିଭାଗ ଏବେ ବନ୍ଦ ହେବା ସ୍ଥିତିରେ। ଗୁରୁତ୍ୱପୂର୍ଣ୍ଣ ହୃଦ୍‌ବକ୍ଷଶଲ୍ୟ (ସିଟିଭିଏସ୍‌) ବିଭାଗ ଡାକ୍ତର ଅଭାବରୁ ଅଚଳାବସ୍ଥାକୁ...

ଅପହଞ୍ଚ ଅନ୍‌ଲାଇନ ଶିକ୍ଷା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ପ୍ରାୟ ୧୮ ମାସ ହେବ ଶିକ୍ଷାନୁଷ୍ଠାନ ବନ୍ଦ ରହିିଛି। ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ସରକାର ଅନ୍‌ଲାଇନ୍‌ ଶିକ୍ଷା...

କେଦାରନାଥ ଥିଲେ ପ୍ରତିଭାଦୀପ୍ତ ପ୍ରଜ୍ଞାପୁରୁଷ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଐତିହାସିକ କେଦାରନାଥ ମହାପାତ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହ କେଦାରନାଥ ଗବେଷଣା ପ୍ରତିଷ୍ଠାନ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସଭାପତି ରଘୁନାଥ ମିଶ୍ର ଅଧ୍ୟକ୍ଷତା...

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସା ୬ଟାରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ...

ନୀଳାଚଳକୁ ଫେରିଲେ ମହାପ୍ରଭୁ: ବଡଦାଣ୍ଡରେ ଲାଗିଲା ତିନିରଥ

ପୁରୀ ଅଫିସ୍‌,୨୦।୭: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ।...

ଠକେଇକୁ ନେଇ ଅପହରଣ ବଢୁଛି

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀରେ ଠକେଇକୁ ନେଇ ଅପହରଣ ଘଟଣା ବଢ଼ିବାରେ ଲାଗିଛି। ନିକଟରେ ଠକେଇ କରିଥିବା ଜଣେ ଯୁବକଙ୍କୁ ଚନ୍ଦକା ଥାନାଞ୍ଚଳରୁ ଅପହରଣ କରି ଖୋର୍ଦ୍ଧାରେ ମୁଣ୍ଡଜାମିନ...

Advertisement
Archives

Model This Week