ଟ୍ରକ୍‌କୁ ପିଟିଲା ଆଇସ୍‌କ୍ରିମ ବୋଝେଇ ଗାଡ଼ି

ବାଲିଗୁଡ଼ା,୯।୩:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ସବ୍‌ଜେଲ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ପୂର୍ବରୁ ରାସ୍ତା କଡ଼ରେ ଅଟକି ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ପଛ ପଟେ ତୁମୁଡିବନ୍ଧରୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ ହରାଇ ଧକ୍କା ଦେଇଥିଲା। ଫଳରେ ଆଇସକ୍ରିମ ଗାଡିର ସମ୍ମୁଖ ଭାଗ ଭାଙ୍ଗି କ୍ଷତିଗ୍ରସ୍ତ ହୋଇଛି। ହେଲେ ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଖବର ପାଇ ବାଲିଗୁଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ବାବା ଶଙ୍କର ସରାଫ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri