Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ମୃତ, ୧୦ ଆହତ

ଲକ୍ଷ୍ନୌ,୫।୫: ଲକ୍ଷ୍ନୌ କେସରଗଞ୍ଜ ସହରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଏକ ଅଟୋ ସହିତ ଡମ୍ପର ଧକ୍କା ହୋଇଛି। ଏଥିରେ ଅଟୋରେ ଥିବା ୫ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପୋଲିସ ଜିଲା ଡାକ୍ତରଖାନାରେ ଭର୍ତ୍ତି କରିଛି। ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତିଲକ କାର୍ଯ୍ୟକ୍ରମରୁ ସମସ୍ତ ଲୋକ ନିଜ ଘରକୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri