ସଡ଼କ ଦୁର୍ଘଟଣା: ଦମ୍ପତିଙ୍କ ସହ ବଳଦ ମୃତ

ଦେବଗଡ଼,୨୪ା୧୧(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ତିଳେଇବଣି ନିକଟ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଶଗଡ଼ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏକ ବଳଦର ମଧ୍ୟ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ତିଳେଇବଣି ବ୍ଳକ ଅସୁରଖୋଲ ଗ୍ରାମର ଶରତ ସାହୁ ଏବଂ ତାଙ୍କ ସ୍ତ୍ରୀ ବିଶାଖା ସାହୁ। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ପହଞ୍ଚି ଜାତୀୟ ରାଜପଥ ଅବରୋଧ କରିବା ସହ ଉତ୍ତେଜନା ପ୍ରକାଶ ପାଇଛି। ତେବେ ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri