ଦିଅରଙ୍କ ସହ ବାଇକ୍‌ରେ ଯାଉଥିଲେ ମହିଳା, ଧକ୍କା ଦେଲା ହାଇଓ୍ବା: ଜଣେ ମୃତ

ଆଠଗଡ,୧୯।୨(ସତ୍ୟପ୍ରସାଦ ରଥ): ତିଗିରିଆ ଥାନା ପାଞ୍ଚଗାଁ ଛକରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକହାଇୱା ଧକ୍କାରେ ମହିଳା ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବଡ଼ମ୍ବା ଥାନା ଅନ୍ତର୍ଗତ ନୂଆ ମଙ୍ଗରାଜପୁର ଗ୍ରାମର ଉର୍ମିଳା ସାହୁ।
ସେ ତାଙ୍କ ଦିଅରଙ୍କ ସହିତ ବାଇକ ଯୋଗେ କଟକ ଯାଉଥିବାବେଳେ ପାଞ୍ଚଗାଁ ଛକରେ ହୋଇଥିଲା ଦୁର୍ଘଟଣା। ଦୁର୍ଘଟଣା ଉର୍ମିଳା ସାହୁଙ୍କ ମୃତ୍ୟୁ ହୋଇଥିଲା ବେଳେ ଦିଅର କାହ୍ନୁଚରଣ ସାହୁ ଆହତ ହୋଇଛନ୍ତି। ଘଟଣାସ୍ଥଳରେ
ତିଗିରିଆ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଆଠଗଡ଼ ଡ଼ାକ୍ତରଖାନାକୁ ପଠେଇବା ସହ ଦୁର୍ଘଟଣା ଘଟାଇ ଥିବା ହାଇୱାକୁ ଜବତ କରି ଡ୍ରାଇଭରଙ୍କୁ ତିଗିରିଆ ପୋଲିସ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?