ସଡ଼କ ଦୁର୍ଘଟଣା: ପ୍ରାଣ ହରାଇଲେ ପ୍ରଧାନଶିକ୍ଷକ, ସ୍ତ୍ରୀ ଗୁରୁତର

ବାଲିଗୁଡ଼ା,୬ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ନିକଟସ୍ଥ ଏଫ୍‌ସିଆଇ ଗୋଦାମ ନିକଟରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଦାରିଙ୍ଗବାଡ଼ି ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ପାଣିଗ୍ରାହୀ ଏକ ଘରୋଇ ଚିକିତ୍ସା ପାଇଁ ବିଶାଖାପାଟଣାରୁ ବାଲିଗୁଡ଼ାକୁ ଏକ କାର୍‌ରେ ଫେରୁଥିବା ବେଳେ ରବିବାର ସକାଳେ କ.ନୂଆଗାଁ ବ୍ଲକ ନିକଟସ୍ଥ ଏଫ୍‌ସିଆଇ ଗୋଦାମ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା। ସନ୍ତୋଷ ଓ ତାଙ୍କ ସ୍ତ୍ରୀ ମଞ୍ଜୁଲତାଙ୍କୁ ସଙ୍ଗେ ସଙ୍ଗେ ବାଲିଗୁଡ଼ା ମେଡିକାଲକୁ ଆଣି ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କରାଯାଇ ସନ୍ତୋଷ ଆଖି ବୁଜିଛନ୍ତି। ମଞ୍ଜୁଲତା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଗମାଛ ଦରରେ ଧାନ ବିକୁଛନ୍ତି ଚାଷୀ

ଗୋପବନ୍ଧୁ ନଗର,୧୮।୧୨(ଡି.ଏନ.ଏ): ଗୋପବନ୍ଧୁ ନଗର ବ୍ଲକ୍‌ ଆଦିବାସୀ ଅଧୂଷିତ ଅଞ୍ଚଳରେ ୯୦ ପ୍ରତିଶତ ଲୋକେ କୃଷି ଉପରେ ନିର୍ଭରଶୀଳ। କୃଷି ମୁଖ୍ୟ ଓ ପ୍ରଧାନ ଜୀବିକା।...

ବସ୍‌କୁ ଚଢ଼ିବାବେଳେ ମାଡ଼ିଗଲା କାର୍‌

ଭୋଗରାଇ, ୨୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତା ୫୭ ନଂ. ରାଜ୍ୟ ରାଜପଥ ନଗୁଆଁ ଛକଠାରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ...

ଫାଷ୍ଟଫୁଡ୍‌ ଖାଦ୍ୟରେ ରାସାୟନିକ ଦ୍ରବ୍ୟ

ପଟ୍ଟାମୁଣ୍ଡାଇ, ୨୭ା୧୨(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ସହରବାସୀଙ୍କ କ୍ଷେତ୍ରରେ ଫାଷ୍ଟଫୁଡ୍‌ର ଆଦର ବୃଦ୍ଧି ପାଇବାରେ ଲାଗିଛି, ଯାହାକୁ ନେଇ ସହରର ସାହି ଛକଠାରୁ ଆରମ୍ଭ କରି ମୁଖ୍ୟ ଛକରେ ମଧ୍ୟ...

ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସର ୨ ଲୋକପାଇଲଟଙ୍କ ଚାଲିଛି ଚିକିତ୍ସା   

ଖୋର୍ଦ୍ଧା ଅଫିସ,୪।୬: ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସର ଲୋକୋ ପାଇଲଟ ଏବଂ ଆସିଷ୍ଟାଣ୍ଟ ଲୋକୋ ପାଇଲଟ ଭୁବନେଶ୍ୱରସ୍ଥିତ ଏକ୍ଷ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ...

ଯୋଡ଼ାରେ ସିରିଜ୍‌ ଦୁର୍ଘଟଣା

ଯୋଡ଼ା,୨୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କଳାପାହାଡ଼ ଛକ ନିକଟରେ ଶନିବାର ଭୋର ସମୟରେ ଏକ ଦଶ ଚକିଆ ଟ୍ରକ୍‌ ଓ ଡମ୍ପର ମଧ୍ୟରେ ଦୁର୍ଘଟଣା...

ଫେରାର ୨ ପିଲେଟ ଚୋର ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳର ବଡବିଲସ୍ଥିତ ଆରିୟା ଷ୍ଟିଲ କାରଖାନାରୁ ପରିବହନ ବେଳେ ପିଲେଟ ଚୋରି କରିଥିବା ଦୁଇ ଫେରାର ଅଭିଯୁକ୍ତଙ୍କୁ...

ଦିଗପହଣ୍ଡିରେ ରାସ୍ତା ଅବରୋଧ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୧୫।୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ସାମଗ୍ରିକ ବିଫଳତା ସାଙ୍ଗକୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ୍‌ ନିୟନ୍ତ୍ରଣରେ କେନ୍ଦ୍ର ସରକାରଙ୍କ ଅହେତୁକ ନିରବତା ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟିର...

ରାଜପଥରୁ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଗଞ୍ଜାମ,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ପୋଲିସ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ...

Advertisement
Archives

Model This Week