ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡୁଛି । ଘଟଣାସ୍ଥଳରେ ଗଞ୍ଜାମ ଥାନା ପୋଲିସ ପହଞ୍ଚି ଉଭୟଙ୍କୁ ଛତ୍ରପୁର ମେଡିକାଲକୁ ପଠେଇଥିଲେ ।

ସେଠାରେ ମୋନାଲିସା ପାଢ଼ୀ (୨୦) ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ । ସେ ଦିଗପହଣ୍ଡି ଅଞ୍ଚଳର ବୋଲି ଜଣାପଡୁଛି । ଆହତ ଜଣକ ମନୋରଞ୍ଜନ ଜେନା ୨୩ ଭଞ୍ଜନଗର ଅଞ୍ଚଳର ବୋଲି ସୂଚନା ମିଳିଛି । ପୋଲିସ ଘଟଣା ତଦନ୍ତ ଚଳାଇଛି ।  ଯୁବତୀ ଓ ଯୁବକ ଦୁହେଁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?