Posted inଜାତୀୟ

ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ

ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀଙ୍କୁ ନେଇ କ୍ୟାବ ଜମ୍ମୁରୁ ଶ୍ରୀନଗର ଯାଉଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri