ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ ଜଣେ ମହିଳା ଓ ଜଣେ ପୁରୁଷଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାମ ଗୁଲା ବେହେରା ବୋଲି ଜଣାପଡ଼ିଛି ।

ଘଟଣା ପରେ ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି । ପୁରୁଷ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ, ଦୁର୍ଘଟଣାର କାରଣ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?