ସଡକ ଦୁର୍ଘଟଣା; ଉଭୟ ଗାଡି ଚାଳକ ଗୁରୁତର

ପାଟଣା,୧୧।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳିଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ କୋଲ୍‌କତା ଜାତୀୟ ରାଜପଥର ବାଉଁଶୁଳି ନିକଟରେ ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ ଟ୍ରଲର ସହ ନଳକୂପ ଖୋଳା ଗାଡି ଧକ୍କା ହେବା ଫଳରେ ଉଭୟ ଗାଡିର ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନାନୁସାରେ, ନଳକୂପ ଖୋଳା ଗାଡିକୁ ଟ୍ରଲର ଓଭରଟେକ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ରାସ୍ତା ପାର୍ଶ୍ୱରେ ଥିବା ଏକ ହୋଟେଲ ଭିତରକୁ ଉଭୟ ଗାଡି ପଶି ଯାଇଥିଲା। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri