ସଡକ ଦୁର୍ଘଟଣା; ଉଭୟ ଗାଡି ଚାଳକ ଗୁରୁତର

ପାଟଣା,୧୧।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳିଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ କୋଲ୍‌କତା ଜାତୀୟ ରାଜପଥର ବାଉଁଶୁଳି ନିକଟରେ ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ ଟ୍ରଲର ସହ ନଳକୂପ ଖୋଳା ଗାଡି ଧକ୍କା ହେବା ଫଳରେ ଉଭୟ ଗାଡିର ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନାନୁସାରେ, ନଳକୂପ ଖୋଳା ଗାଡିକୁ ଟ୍ରଲର ଓଭରଟେକ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ରାସ୍ତା ପାର୍ଶ୍ୱରେ ଥିବା ଏକ ହୋଟେଲ ଭିତରକୁ ଉଭୟ ଗାଡି ପଶି ଯାଇଥିଲା। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିମନ୍ଦିରକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୁନା କଳସ ଦାନ ଚର୍ଚ୍ଚା

ଝାରସୁଗୁଡ଼ା ଅଫିସ୍‌,୨୪ା୧:ମହାରାଷ୍ଟ୍ର ଅହମ୍ମଦନଗର ଜିଲାର ଶନିସିଙ୍ଗଣାପୁରସ୍ଥିତ ଶନିମନ୍ଦିରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଓ ତାଙ୍କ ପରିବାର ଅମାବାସ୍ୟା ତିଥିରେ ଶନି ଅଭିଷେକ କରି ପୂଜାର୍ଚ୍ଚନା...

ହାତୀର ସ୍ବାସ୍ଥ୍ୟବସ୍ଥାରେ ସୁଧାର ନାହିଁ, ଜାରି ରହିଛି ଚିକିତ୍ସା

କେନ୍ଦୁଝର, ୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଉପରସୁମଠ ଗ୍ରାମ ଜଙ୍ଗଲରେ ଗତ ୪ ଦିନ ହେବ ଅସୁସ୍ଥ ହୋଇ...

ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ

ବାରଙ୍ଗ,୨୭।୧୨(ଡି.ଏନ୍‌.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ...

ଗୋଟିଏ ଦିନରେ ୪ ବଳାତ୍କାର ମାମଲା ରୁଜୁ

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନାରେ ଗୋଟିଏ ଦିନରେ ୪ଟି ବଳାତ୍କାର ମାମଲା ରୁଜୁ ହୋଇଛି। ବୁଧବାର ଠାକୁରମୁଣ୍ଡା, କରଞ୍ଜିଆ, ଗୋରୁମହଷାଣି ଓ ଝାରପୋଖରିଆ ଥାନାରେ...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

୧୭୪ ସ୍କୁଲରେ ଝୁଲିବ ତାଲା

ଅନୁଗୋଳ ଅଫିସ, ୧୯ା୧୦:  ଅନୁଗୋଳ ଜିଲାର ଆଉ ୧୭୪ ବିଦ୍ୟାଳୟରେ ତାଲା ଝୁଲାଇବେ ସରକାର। ବନ୍ଦ ହେବାକୁ ଥିବା ଏହି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକୁ...

ସିଂହଦ୍ୱାର ନିକଟରେ ଚାଲିଛି ବେଆଇନ ନିର୍ମାଣ

ପୁରୀ ଅଫିସ, ୨୦ା୧୨:ଶ୍ରୀମନ୍ଦିର ସିଂହଦ୍ୱାର ନିକଟ ମଙ୍ଗୁମଠ ପାର୍ଶ୍ୱରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଥିବା ଅଭିଯୋଗ ଆଣି ପୁରୀ ଜିଲା କମାକନ୍ତିଆ ଗ୍ରାମର ମାନବାଧିକାର...

କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ

ବଡ଼ବିଲ,୨୪।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ...

Advertisement
Archives

Model This Week