ଏମ୍‌ଓୟୁ ରଦ୍ଦ ଦାବିରେ ରାସ୍ତା ଅବରୋଧ

ପାଟଣା,୧୦ା୧୦: କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟକୁ ବିରୋଧ କରୁଥିବା ଜିନ୍ଦଲ, ପୋସ୍କୋ ପ୍ରତିରୋଧ ମଞ୍ଚ ପକ୍ଷରୁ ପ୍ରଭାବିତ ୧୨ଟି ଗ୍ରାମର ପୁରୁଷ ମହିଳା ଜିନ୍ଦଲ, ପୋସ୍କୋ ସହ ଷ୍ଟିଲ୍‌ ପ୍ଲାଣ୍ଟ ହୋଇଥିବା ଏମ୍‌ଓୟୁ ରଦ୍ଦ ଦାବିରେ ବିଭିନ୍ନ ୪ଟି ସ୍ଥାନରେ ଗୁରୁବାର ରାତିରୁ ରାସ୍ତାରୋକୋ ଜାରି ରଖିଛନ୍ତି।

ଶୁକ୍ରବାର ଚେମେଣା ପଞ୍ଚାୟତି ବୃଙ୍ଗରାଜ ପଶିରେ ଗ୍ରାମ ସଭା ହେଉଥିବା ଶୁଣି ପ୍ଲାଣ୍ଟ ବିରୋଧୀମାନେ ପ୍ରାଶାସନିକ ଅଧିକାରୀଙ୍କୁ ଗାଁକୁ ପୂରାଇ ନ ଦେବାକୁ ୪ଟି ସ୍ଥାନରେ ରାସ୍ତା ଅବରୋଧ କରିଛନ୍ତି। ପ୍ଲାଣ୍ଟ ବିରୋଧୀ ମହିଳା ପୁରୁଷ ଚିଲିଦା, ଚେମେଣା, ନୂଆଗାଁ ଓ ବରୁଡ଼ିପୋଷି ରାସ୍ତାରେ ଧାରଣା ଦେଇ ରାସ୍ତା ଅବରୋଧ କରି ବିଭିନ୍ନ ପ୍ଲାଣ୍ଟ ବିରୋଧୀ ସ୍ଲୋଗାନ ଓ ରାସ୍ତାରୋକୋ ଜାରି ରଖିଥିବାବେଳେ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ନାହିଁ। ଏହି ଆନ୍ଦୋଳନରେ ବିଭିନ୍ନ ଗ୍ରାମରେ ଗ୍ରାମ କମିଟିର ତରଫରୁ ରାସ୍ତାରୋକୋ କରାଯାଇଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗିରହିଛି। ଆନ୍ଦୋଳନରେ ଜିନ୍ଦଲ, ପୋସ୍କୋ ପ୍ରତିରୋଧ ମଞ୍ଚରେ ସଭାପତି ଘନଶ୍ୟାମ ମହାନ୍ତ, ସମ୍ପାଦକ ବେଣୁଧର ସର୍ଦ୍ଦାର, ଯୁବନେତା ଅକ୍ଷୟ କୁମାର ନାୟକ, ବେଣୁଧର ମହାନ୍ତ, ଧନମଣି ମହାନ୍ତ, ନେତ୍ର ମନିର ପ୍ରମୁଖ ସାମିଲ ହୋଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri