ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ ଘରୁ ବାହାରକୁ ବାହାରିପାରୁ ନାହାନ୍ତି। ଏପରିକ ବର୍ଷା ପାଣି ନିସ୍କାସନ ନ ହୋଇ ଗାଁ ଦାଣ୍ଡରେ ଜମିବାରେ ଲାଗିଛି। ସମୁଦ୍ର ଅଶାନ୍ତ ହୋଇପଡିଥିବା ବେଳେ ଚିଲିକାରେ ଜଳସ୍ତର ଅସ୍ବାଭାବିକ ଭାବେ ବୃଦ୍ଧି ପାଉଛି। ଏହା ଦେଖି ଲୋକ ଭୟଭିତ ହୋଇ ପଡିଛନ୍ତି।

ଗୁରୁବାର ଚିଲିକାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ରାତିରୁ ମାଲୁଦ-ମଲେଶ୍ୱରୀ ରାସ୍ତାରେ ଏକ ବିରାଟ ବରଗଛ ଭାଙ୍ଗି ପଡିଛି। ଏକ କ୍ୟାଭିନ ଉପରେ ପଡ଼ିଥିବା ଗଛକୁ ଅଗ୍ନିଶମ ବାହିନୀ ଡାଳ କାଟି ସଫା କରୁଛନ୍ତି।

ହେଲେ ରାସ୍ତାରେ ବିରାଟ ଗଣ୍ଡି ପଡି ରହିଥିବାରୁ ଯାତାୟତ ଠପ୍‌ ହୋଇପଡିଛି। ୧୫ ଘଣ୍ଟାରୁ ଊଦ୍ଦର୍‌ବ ସମୟ ହେଲା ମାଲୁଦ ବାଲିସାହି, ମଲେଶ୍ୱରୀ, ସହାବାଜପୁର, ଦିଆକୁଦା, ବୁଦ୍ଧିବର ଗ୍ରାମର ଲୋକମାନେ ବନ୍ଦୀ ହୋଇ ରହିଛନ୍ତି। ଫଳରେ ଜୀବନଯାତ୍ରାରେ ବ୍ୟାଘାତ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?