ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ ଗୁରୁବାର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଯୁବକ ସଂଘର ସଦସ୍ୟମାନେ ସୁରେଶ୍ୱର ଶିବ ମନ୍ଦିର ପରିସର ସଫେଇ କରିବା ସହ ଗାଁର ରାସ୍ତାଘାଟକୁ ମଧ୍ୟ ସଫା କରିଥିଲେ।
ଏହି ସଫେଇ କାର୍ଯ୍ୟକ୍ରମରେ ସଂଘର ସଭାପତି ଚିନ୍ମୟ ସାହୁ, ସମ୍ପାଦକ ମଧୁସୁଦନ ସାହୁ ଓ କୋଷାଧ୍ୟକ୍ଷ ପ୍ରଶାନ୍ତ ସାହୁଙ୍କ ସମେତ ଚୈତନ୍ୟ ସାହୁ, ଜୟଦେବ ସାହୁ, ଛାୟାକାନ୍ତ ସାହୁ, ଦେବେନ୍ଦ୍ର ସାହୁ ତେଜରାଜ ସାହୁ ଡମ୍ବରୁ ସାହୁ , ଜୟଦେବ ଭୋଇ, ହୁମେସ ଭୋଇ, ରାହୁଲ ନାଏକ ପ୍ରମୁଖ ଯୋଗଦେଇଥିଲେ। ଗାଁରେ ସ୍ବଚ୍ଛତା ସଚେତନତା ସୃଷ୍ଟି କରିବା ସହ ପରିବେଶକୁ ପରିଷ୍କାର ରଖିବା ପାଇଁ ଯୁବକମାନଙ୍କ ଏଭଳି ପ୍ରୟାସକୁ ଗ୍ରାମବାସୀ ପ୍ରଶଂସା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri