ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା ଜଳସ୍ତର କମିଛି କିନ୍ତୁ ଦୁଃଖ ବଢିଯାଇଛ। ବ୍ରହ୍ମପୁରଠାରୁ ଜୟପୁର, କୋରାପୁଟକୁ ସଂଯୋଗ କରୁଥିବା ୩୨୬ ଜାତୀୟ ରାଜପଥର ମୋହନା ନିକଟରେ ଥିବା ଲେଡ଼ବନ୍ଧ ବୁଲାଣିରେ ପ୍ରାୟ ୩୦୦ ମିଟର ରାସ୍ତାରେ ୩ଫୁଟର ପାଣି ଅତିକ୍ରମ କରିବା ଫଳରେ ରାସ୍ତାରୁ ସମ୍ପୂର୍ଣ୍ଣ ପିଚୁ ଉଠି ବଡ଼ ବଡ଼ ଖାଲ ହୋଇଯାଇଛି। ଫଳରେ ଗାଡ଼ ଚଳାଚଳ ବନ୍ଦ ହୋଇଯାଇଛି। ଅନ୍ୟପଟେ ମୋହନାଠାରୁ ଚାନ୍ଦିପୁଟ ଦେଇ ଲୁହାଗୁଡ଼ିଠାରୁ ବ୍ରହ୍ମପୁରକୁ ଯିବା ୩୨୬ ଜାତୀୟ ରାଜପଥରେ ପାଳୁଖୋଳା ନିକଟରେ ପାହାଡ଼ରୁ ପାଣି ଆସି ରାସ୍ତାରେ ୩ ଫୁଟର ପାଣିଜମି କିଛି ଜାଗାରେ ରାସ୍ତା ଧୋଇ ହୋଇଯାଇଛି। ବର୍ଷା ଲାଗି ରହିଥିବାରୁ କୌଣସି ମରାମତି କାର୍ଯ୍ୟ ହୋଇପାରୁନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ତହସିଲରେ ପଲିଥିନ୍‌ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…

ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍‌ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ…

ଧୋଇଲା ଭୂତପଙ୍କାଳ ବ୍ରିଜ୍‌: ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର ଯାତାୟାତ ଠପ୍‌, ଅନିର୍ଦ୍ଦିଷ୍ଟ କାଳ…

ଦାରିଙ୍ଗବାଡ଼ି,୨୯।୧୦(ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ବନ୍ୟାଜନିତ ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି। ଗଞ୍ଜାମ ଜିଲାର ଗାଜଲବାଡ଼ି ନିକଟରେ ଥିବା ଭୂତପଙ୍କାଳ ବ୍ରିଜ…

ଇଶାନ କିଶନଙ୍କ ରେକର୍ଡକୁ ବିପଦ! ମାତ୍ର ଏତିକି ରନ୍‌ କଲେ ଇତିହାସ ରଚିବେ ଅଭିଷେକ

ନୂଆଦିଲ୍ଲୀ, ୨୯।୧୦: ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ବ୍ୟାଟ ଏବେ ଜୋର୍‌ଦାର ଚାଲୁଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଟି-୨୦ ଅନ୍ତର୍ଜାତୀୟ ସିରିଜରେ ମଧ୍ୟ ଏହି ଭାରତୀୟ ଓପନର୍ସଙ୍କ…

ଘରକୁ ଆସି ପାର୍ସଲ ଡେଲିଭରି କରିବ ଭାରତୀୟ ରେଳବାଇ: କୋରିୟର କମ୍ପାନୀ ଭଳି ଡୋରଷ୍ଟେପ ସେବା; ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରେଳବାଇ ଏବେ କୋରିୟର କମ୍ପାନୀଗୁଡ଼ିକ ଭଳି ଘରୁ ପାର୍ସଲ ସଂଗ୍ରହ କରିବା ଏବଂ ତାହାକୁ ସିଧାସଳଖ ଆପଣଙ୍କ ଦିଆଯାଇଥିବା ଠିକଣାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତି…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା…

ବ୍ରହ୍ମପୁର-ଭୁବନେଶ୍ୱରରୁ ବିଚ୍ଛିନ୍ନ ଭଞ୍ଜନଗର: ଘରେ ପଶିଲା ପାଣି, ଭାସିଲା ଗାଡ଼ି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ):ଜାତୀୟ ବିପର୍ଯ୍ୟୟ ପରିଚାଳନା ଦିବସରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୃଷ୍ଟି ହୋଇଛି ଭୟାବହ ବନ୍ୟା ପରିସ୍ଥିତି। ମାତ୍ର ୧୨ ଘଣ୍ଟାର…

ବିଧାନ ପରିଷଦ ନିର୍ବାଚନରେ ରୋଚକ ଲଢ଼େଇ: ଭାଜପା ନା କଂଗ୍ରେସ, କିଏ ମାରିଲା ବାଜି, ଜାଣନ୍ତୁ…

ନୂଆଦିଲ୍ଲୀ, ୨୯।୧୦: ୪ଟି ରାଜ୍ୟର ୨୮ଟି ବିଧାନ ପରିଷଦ ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳଗୁଡ଼ିକ ଉତ୍ତରପ୍ରଦେଶ ଓ କର୍ନାଟକରେ ଅନେକ…

ଚାଷୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, କହିଲେ ପଶୁ-ପକ୍ଷୀ ମୃତଦେହ ଖାଇଲେ ହିଁ….

ମୁମ୍ବାଇ,୨୯।୧୦: ଚାଷୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ମହାରାଷ୍ଟ୍ରର ବୁଲଢାଣାରୁ ଶିବସେନା (ଏକନାଥ ସିନ୍ଦେ ଗୋଷ୍ଠୀ) ବିଧାୟକ ସଞ୍ଜୟ ଗାଏକୱାଡ଼। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?