Posted inଖେଳ

ଯୁବରାଜଙ୍କୁ ଦେଖି ଷ୍ଟାଡିୟମ୍‌ରେ ଡେଇଁବାକୁ ଲାଗିଲେ ଏହି ଶିଶୁ: କହିଲେ…

ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ୍‌ରେ ଇଣ୍ଡିଆ ଲିଜେଣ୍ଡ୍ସ୍‌ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ୧୪ ରନ୍‌ରେ ଶ୍ରୀଲଙ୍କା ଲିଜେଣ୍ଡ୍ସକୁ ପରାସ୍ତକରି ଟାଇଟେଲ ହାସଲ କରିଛି। ୟୁସୁଫ ପଠାନଙ୍କ ଭଲ ପ୍ରଦର୍ଶନ ଯୋଗୁ ଇଣ୍ଡିଆ ୧୪ ରନ୍‌ରେ ଏହି ମ୍ୟାଚ୍‌ ଜିତିପାରିଥିଲା। ପଠାନ ପ୍ରଥମେ ୬୨ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ ଏବଂ ପରେ ୨ଟି ଗୁରୁତ୍ୱପୂର୍ଣ୍ଣ ଓ୍ବିକେଟ୍‌ ନେଇଥିଲେ। ତାଙ୍କ ସହ ଯୁବରାଜ ସିଂହ ମଧ୍ୟ ଭଲ ପ୍ରଦର୍ଶନ କରିଥିଲେ। ତାଙ୍କୁ ଚିୟର କରିବା ପାଇଁ ଜଣେ ଛୋଟ ଛିଅ ଷ୍ଟାଡିୟମ୍‌ରେ ବସିଥିଲେ। ଯେତେବେଳେ ଯୁବରାଜ ବ୍ୟାଟିଂ କରିବାକୁ ବାହାରିଥିଲେ ଛୋଟ ଝିଅଟି ଅତି ସୁନ୍ଦର ଭାବେ ତାଙ୍କୁ ଚିୟର କରିବାକୁ ଲାଗିଥିଲେ। ନିଜେ ଯୁବରାଜ ଏହାର ଭିଡିଓ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି।
ଭିଡିଓରେ ଦେଖିବାକୁ ମିଳୁଛି ଯେ, ଷ୍ଟାଡିୟମ୍‌ରେ ଲୋକଙ୍କ ମଧ୍ୟରେ ଜଣେ ଛୋଟ ଝିଅଟି ବସିଛି। ଯେତେବେଳେ ୟୁବରାଜ ବ୍ୟାଟିଂ କରିବାକୁ ଆସୁଛନ୍ତି ଝିଅଟି ୟୁଭି..ୟୁବି କରି ଚିତ୍କାର କରୁଛନ୍ତି।
ଯୁବରାଜ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଥିଲେ ମଧ୍ୟ, ଯେତେବେଳେ ସେ ପଡ଼ିଆକୁ ଓହ୍ଲାଉଛନ୍ତି ପ୍ରଶଂସକମାନେ ଉତ୍ସାହିତ ହୋଇପଡ଼ୁଛନ୍ତି। ଏଥର ମଧ୍ୟ ଠିକ୍‌ ସେମିତି କିଛି ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସ ପାଇଁ ନୂଆ ତାରିଖ ଘୋଷଣା

ଟୋକିଓ, ୩୦ା୩ (ଏ.ପି)- ଟୋକିଓ ଅଲିମ୍ପିକ୍ସ ଆସନ୍ତା ବର୍ଷ ଜୁଲାଇ ୨୩ରେ ଆରମ୍ଭ ହେବ। ଆୟୋଜକଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। କରୋନା ଭାଇରସ୍‌ କାରଣରୁ...

ମିଡିଲ ଓଭରରେ ଧିମା ବ୍ୟାଟିଂ ଦାୟୀ

ନୂଆଦିଲ୍ଳୀ,୧୪ା୯(ପି.ଟି.): ଏସିଆ କପ ଟି ୨୦ କ୍ରିକେଟ ଟୁର୍ନାମେଣ୍ଟରେ ଭାରତୀୟ ଦଳ ଅତ୍ୟନ୍ତ ଦୟନୀୟ ପ୍ରଦର୍ଶନ ସହିତ ସୁପର-୪ ପର୍ଯ୍ୟାୟରୁ ବିଦାୟ ନେଇଥିଲା। ଭାରତୀୟ ଦଳର...

ଦୁବାଇ ବିଚ୍‌ରେ ଭାବିପତ୍ନୀ ଧନଶ୍ରୀଙ୍କ ସହ ଚହଲ

ଦୁବାଇ, ୨୧।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଅଂଶଗ୍ରହଣ କରୁଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦଳର ଅନ୍ୟତମ ପ୍ରମୁଖ ଖେଳାଳି ହେଲେ ସ୍ପିନର ୟୁଜବେନ୍ଦ୍ର ଚହଲ।...

୫ ରନରେ ଜିତିଲା ଡିସି…

ଅହମଦାବାଦ,୨।୫ : ଆଇପିଏଲ ୨୦୨୩ର ୧୬ ତମ ସିଜିନର ୪୪ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୫ ରନରେ ବିଜୟ ହାସଲ...

୯୯ ରନ୍‌ରେ ଖେଳୁଥିବା ବେଳେ ଛକା ମାରିଥିଲେ ସେହ୍ବାଗ; ତଥାପି ସେ ଶତକରୁ ହୋଇଥିଲେ ବଞ୍ଚିତ: ଜାଣନ୍ତୁ କାହିଁକି

୨୦୧୦ରେ ଭାରତ, ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟ୍ରାଇ ସିରିଜ ଅନୁଷ୍ଠିତ ହୋଇଥିଲା। ଏହି ସିରିଜର ତୃତୀୟ ଦିନିକିଆ ଦାମ୍ବୁଲାରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ...

ଦିବାରାତ୍ର ଟେଷ୍ଟ ପୂର୍ବରୁ ଏମିତି କହିଲେ କୋହଲି

ଅହମ୍ମଦାବଦ୍‌, ୨୩।୨ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ଯୋଗ୍ୟତା ହାସଲ କରିବା ହେଲେ ଭାରତୀୟ ଦଳକୁ ଚଳିତ ଇଂଲଣ୍ଡ ବିପକ୍ଷ ସିରିଜ୍‌ର...

ଯାହା ଚାହୁଁଥିଲି ତାହା ହାସଲ କରିସାରିଛି: ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୮।୯: ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ଏହାପରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟି୨୦ ଦଳର ଅଧିନାୟକ ପଦ ଛାଡ଼ିବାକୁ ଘୋଷଣା...

ଓଡ଼ିଶାରୁ ଭାଗନେବେ ୧୮ ଆଥ୍‌ଲେଟ

ଭୁବନେଶ୍ୱର, ୨୪।୭ (ତପନ ସ୍ବାଇଁ): ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ ଚାଇନାର ଚେଙ୍ଗଡୁଠାରେ ଚଳିତ ମାସ ୨୮ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାରତରୁ...

Advertisement
Archives

Model This Week