ବହଳପଦରରେ ରାସ୍ତାରୋକ, ଗାଡିମଟର ଚଳାଚଳ ବାଧାପ୍ରାପ୍ତ

ଅମରପାଲି,୩୦।୩(ପୀତାମ୍ବର ସାହୁ): ଜୋର ଜବରଦସ୍ତ ବିଦ୍ୟୁତ ବିଲ ସଂଗ୍ରହକୁ ବିରୋଧ କରି ଆନ୍ଦୋଳନ ତେଜିଛି। ବଦ୍ୟୁତ ବିଲ ନ ଦେବାରୁ ଟାଟାପାୱାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦରରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଥିଲା। ଫଳରେ ରବିବାର ସକାଳୁ ଗ୍ରମଲୋକେ ରାସ୍ତା କୁ ଓହ୍ଲାଇ ଆନ୍ଦୋଳନ କରିଛନ୍ତି। ସକାଳ ୬ ଟାରୁ ବହଳପଦର ମୁଖ୍ୟ ଛକରେ ରାସ୍ତା ରୋକୋ କରିଛନ୍ତି। ଫଳରେ ବୀରମହାରାଜପୁର – ଅମରପାଲି ରାସ୍ତା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏହି ରାସ୍ତା ଦେଇ ବୀରମହାରାଜପୁରରୁ ମୋଚିବହାଲ ଦେଇ ରେଢାଖୋଲ, ବୀରମହାରାଜପୁରରୁ ଯୁଯୁମୁରା ଦେଇ ସମ୍ବଲପୁରକୁ ଗାଡିଚଳାଚଳ ବନ୍ଦ ରହିଛି। ରାସ୍ତାରୋକ ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡିମଟର ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଖବର ପାଇ ଠେଙ୍ଗୋ ଡ୍ୟାମ ଫାଣ୍ଡି ପୋଲିସ ଘଟଣା ସ୍ଥଳକୁ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri