ପ୍ରଚାରର ମାଧ୍ୟମ ପାଲଟିଛି ରାସ୍ତାକଡ଼ ଗଛ

ଚମ୍ପୁଆ,୨୧।୧୦(ଡି.ଏନ୍‌.ଏ): ଅନୁଷ୍ଠାନ ହେଉ କି ନୂତନ ଦୋକାନ ଶୁଭାରମ୍ଭ ପୂର୍ବରୁ ପ୍ରଚାରକୁ ଗୁରୁତ୍ୱ ଦିଅନ୍ତି। ଏଥିପାଇଁ ବଡ଼ବଡ଼ ହୋର୍ଡିଂଠାରୁ ଆରମ୍ଭ କରି ଲିଫ୍ଲେଟ୍‌ ମାଧ୍ୟମରେ ପ୍ରଚାର କରାଯାଉଛି। କିଛି ବ୍ୟବସାୟୀ, ଶିକ୍ଷା ପ୍ରତିଷ୍ଠାନ ରାସ୍ତାକଡ଼ରେ ଥିବା ବଡ଼ ବଡ଼ ଗଛକୁ ପ୍ରଚାରର ମାଧ୍ୟମ କରିଛନ୍ତି। ଫଳରେ ବୃକ୍ଷଗୁଡ଼ିକର ପ୍ରଭୂତ କ୍ଷତି ହେଉଥିବା ଦେଖିବାକୁ ମିଳିଛି। ଏ ନେଇ ପ୍ରକୃତିବନ୍ଧୁ ପୁରସ୍କାର ପ୍ରାପ୍ତ ବ୍ୟକ୍ତିବିଶେଷ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଖବର ଅନୁସାରେ ଚମ୍ପୁଆ ଏନ୍‌ଏସିରେ ସାମ୍ପ୍ରତିକ ପରିସ୍ଥିତିରେ ଖୋଲାଯାଉଥିବା ନୂତନ ଦୋକାନ, ଅନୁଷ୍ଠାନ ଆଦିର ସୂଚନା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ରାସ୍ତାକଡ଼ରେ ଥିବା ବହୁ ପୁରୁଣା ଗଛରେ କଣ୍ଟା ବାଡ଼େଇ ପ୍ରଚାରପତ୍ର ମରାଯାଉଛି। ପ୍ରଚାରପତ୍ର କିଛି ଦିନ ରହି ଅବଶ୍ୟ ନଷ୍ଟ ହୋଇଯାଉଛି। ମାତ୍ର ଗଛରେ ମରାଯାଇଥିବା ଲୁହା କଣ୍ଟା ଗଛର ଆୟୁଷ କମାଇବା ସହିତ ଉକ୍ତ ସ୍ଥାନରେ ଗର୍ତ୍ତମାନ ସୃଷ୍ଟି ହେଉଛି। ଏ ନେଇ ବନ ବିଭାଗ ଉକ୍ତ ଅନୁଷ୍ଠାନ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରକୁତିବନ୍ଧୁମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri