ବରଗଡ଼ରେ ଲୁଟେରାଙ୍କ ରାଜ୍‌, ଦିନ ଦ୍ୱିପ୍ରହରରେ ଟଙ୍କା, ଗହଣା ଲୁଟ୍‌

ବରଗଡ଼ ଅଫିସ,୨୭।୯: ବରଗଡ଼ ସହରରେ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି । ମଙ୍ଗଳବାର ଦିନ ଦ୍ୱିପ୍ରହରରେ୨ ଲୁଟେରା ସ୍ଥାନୀୟ ୱାର୍ଡ଼ ନଂ-୧ କେଶବନଗରରେ ଲୁଟ୍‌ପାଟ୍‌ କରିଛନ୍ତି । ସ୍ଥାନୀୟ ସସ୍ମିତା ବେହେରାଙ୍କ ଘରକୁ ଲୁଟେରାମାନେ ପଶି ଭୁଜାଲି ମୁନରେ ସୁନା ଗହଣା, ନଗଦ ଟଙ୍କା ଆଦି ଲୁଟି ନେଇଥିବା ଅଭିଯୋଗ ହୋଇଛି । ଲୁଟ୍‌ ସାମଗ୍ରୀର ପରିମାଣ ୨ଲକ୍ଷ ୨୦ ହଜାର ଟଙ୍କା ହେବ ବୋଲି ପରିବାର ଲୋକେ କହିଛନ୍ତି । ଏ ନେଇ ବରଗଡ଼ ଟାଉନ ଥାନାରେ ଏତଲା ହେବା ପରେ ପୋଲିସ ଘଟଣାସ୍ଥଳ ପରିଦର୍ଶନ ସହିତ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଲାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଉପଦ୍ରବ, ଜମି ହୁଡ଼ାରେ ଚାଷୀଙ୍କ ମଞ୍ଚା

ମହାକାଳପଡ଼ା,୧୯ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବାର୍‌ହା ଉପଦ୍ରବ ଦେଖିବାକୁ ମିଳିଛି। ପାଚିଲା ଧାନକୁ ଖାଇବାକୁ ଦଳ ଦଳ...

୪୫ ଅକ୍ସିଜେନ କନ୍‌ସନ୍‌ଟ୍ରେଟର ଦେଲା ଗୋପାଳପୁର ପୋର୍ଟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପ୍ରଶାସନକୁ ଗୋପାଳପୁର ପୋର୍ଟ ପକ୍ଷରୁ ୪୫ଟି ଅକ୍ସିଜେନ କନ୍‌ସନ୍‌ଟ୍ରେଟର ପ୍ରଦାନ କରାଯାଇଛି। ଏନେଇ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ତଦାରଖ କଲେ ଜିଲାପାଳ

ରାଜକନିକା, ୨୨।୪ (ଡି.ଏନ୍‌.ଏ.)-କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ରାଜକନିକା ବ୍ଲକ ଗସ୍ତ କରିଛନ୍ତି। ଏହି ସମୟରେ ସେ ସିହୋପଡ଼ା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଆରମ୍ଭ ହେଇଥିବା କାର୍ଯ୍ୟର...

ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ

ଶେରଗଡ଼,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ...

ଅତାବିରା ଏନ୍‌ଏସି ନିର୍ବାଚନ: ଚାଲିଛି ମତଦାନ

ସରଣ୍ଡା,୩ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ରୁ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲୁରହିବ।...

ଆଇଆଇଟି କ୍ୟାମ୍ପସରେ ପୁଣି କରୋନା ପଜିଟିଭ, ଆଜି ୮ ଚିହ୍ନଟ

ଖୋର୍ଦ୍ଧା ଅଫିସ,୨୮।୩: ଆଇଆଇଟି ଅରୁଗୁଳ, ଭୁବନେଶ୍ବର କ୍ୟାମ୍ପସରେ କରୋନା ଚିନ୍ତାର ବିଷୟ ସାଜିଛି। ପୂର୍ବରୁ ୨ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ସଂସ୍ପର୍ଶରେ...

୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ...

ଦୂର ହେବ ପାର୍କିଂ, ଚୋରି ଚିନ୍ତା

ଅନୁଗୋଳ ଅଫିସ,୪।୬ ରାସ୍ତାପାର୍ଶ୍ୱ କି ଘର ସମ୍ମୁଖରେ ଆଉ ପାର୍କିଂ ହେବନି ଟ୍ରକ୍‌। ଚୋରି ହେବନି ପରିବହନ ସାମଗ୍ରୀ, ଯନ୍ତ୍ରାଂଶ କିମ୍ବା ଗାଡ଼ି। ରାଜପଥରେ ଦେଖାଦେବନି...

Advertisement
Archives

Model This Week