ଯୋଡ଼ା,୧୨ା୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍ଭିନ୍ ଚଳାଇଛି।
ଯୋଡ଼ା,୧୨ା୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍ଭିନ୍ ଚଳାଇଛି।
ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…
କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…
ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…
କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…
ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…
ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…
ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…