ମାଡ଼ମାରି ଲୁଟ୍‌ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଗୁଡ଼ା,୧୪ା୨(ଡି.ଏନ୍‌.ଏ.): ବାଲିଗୁଡ଼ା ପୋଲିସ ଏକ ଲୁଟ ଘଟଣାର ୪ଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସେ ହେଲେ ଅଜୟ ଦିଗାଳ। ତାଙ୍କ ନିକଟରୁ ଗୋଟିଏ କାର୍‌, ଦୁଇଟି ମୋବାଇଲ ଫୋନ୍‌ ଓ ୩ ହଜାର ଟଙ୍କା ଜବତ କରିଛି ପୋଲିସ। ଗତ ୮ ତାରିଖ ସନ୍ଧ୍ୟାରେ ଡକାୟତି ଗ୍ୟାଙ୍ଗ ଜାତୀୟ ରାଜପଥ ଉପରେ କାଠ ପକାଇ ଏକ ଟ୍ରକକୁ ଅଟକାଇଥିଲେ। ପରେ ସେମାନେ ମାରଣାସ୍ତ୍ର ଦେଖାଇ ଟ୍ରକ ଡ୍ରାଇଭର ଓ ସେଥିରେ ବସିଥିବା ପରମପାଙ୍ଗା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଧାନ ଚନ୍ଦ୍ର ଜେନାଙ୍କୁ ମାଡ଼ ମାରିବା ସହ ଗାଡ଼ି ଭଙ୍ଗାରୁଜା କରି ଟଙ୍କ, ମୋବାଇଲ ଫୋନ ଲୁଟି ନେଇଥିଲେ। ଅଚେତ ଅବସ୍ଥାରେ ଶିକ୍ଷକଙ୍କୁ ଉଦ୍ଧାର କରାଯାଇ ବାଲିଗୁଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଥି। ମୁଖ୍ୟ ଅଭିଯୁକ୍ତ ଅଜୟଙ୍କୁ ପୋଲିସ ଗିରଫ କରିଥିବା ବେଳେ ସହଯୋଗୀଙ୍କୁ ଧରିବା ଲାଗି ଚେଷ୍ଟା ଚାଲିଥିବା ଥାନା ଅଧିକାରୀ ବାବା ଶଙ୍କର ସରାଫ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri