ମାଡ଼ମାରି ଲୁଟ୍‌ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଗୁଡ଼ା,୧୪ା୨(ଡି.ଏନ୍‌.ଏ.): ବାଲିଗୁଡ଼ା ପୋଲିସ ଏକ ଲୁଟ ଘଟଣାର ୪ଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସେ ହେଲେ ଅଜୟ ଦିଗାଳ। ତାଙ୍କ ନିକଟରୁ ଗୋଟିଏ କାର୍‌, ଦୁଇଟି ମୋବାଇଲ ଫୋନ୍‌ ଓ ୩ ହଜାର ଟଙ୍କା ଜବତ କରିଛି ପୋଲିସ। ଗତ ୮ ତାରିଖ ସନ୍ଧ୍ୟାରେ ଡକାୟତି ଗ୍ୟାଙ୍ଗ ଜାତୀୟ ରାଜପଥ ଉପରେ କାଠ ପକାଇ ଏକ ଟ୍ରକକୁ ଅଟକାଇଥିଲେ। ପରେ ସେମାନେ ମାରଣାସ୍ତ୍ର ଦେଖାଇ ଟ୍ରକ ଡ୍ରାଇଭର ଓ ସେଥିରେ ବସିଥିବା ପରମପାଙ୍ଗା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଧାନ ଚନ୍ଦ୍ର ଜେନାଙ୍କୁ ମାଡ଼ ମାରିବା ସହ ଗାଡ଼ି ଭଙ୍ଗାରୁଜା କରି ଟଙ୍କ, ମୋବାଇଲ ଫୋନ ଲୁଟି ନେଇଥିଲେ। ଅଚେତ ଅବସ୍ଥାରେ ଶିକ୍ଷକଙ୍କୁ ଉଦ୍ଧାର କରାଯାଇ ବାଲିଗୁଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଥି। ମୁଖ୍ୟ ଅଭିଯୁକ୍ତ ଅଜୟଙ୍କୁ ପୋଲିସ ଗିରଫ କରିଥିବା ବେଳେ ସହଯୋଗୀଙ୍କୁ ଧରିବା ଲାଗି ଚେଷ୍ଟା ଚାଲିଥିବା ଥାନା ଅଧିକାରୀ ବାବା ଶଙ୍କର ସରାଫ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri