ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ମୁତାବକ, ସେନା କର୍ମଚାରୀଙ୍କ ପରିବାର ଲୋକେ ଗୁରୁବାର ରାତିରେ ଖାଇ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଘରେ ପଶିଥିଲେ। ପରେ ସେମାନେ ପରିବାର ଲୋକଙ୍କୁ ବନ୍ଧୁକ ଦେଖାଇ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ସେମାନେ ଘର ଆଲମାରି ଖୋଲି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିଲେ। ଏନେଇ ଗୋବିନ୍ଦପୁର ଥାନାରେ ଏକ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ପୋଲିସ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri