Posted inଖେଳ

ପୂର୍ବତନ କ୍ରିକେଟର୍‌ ରବିନ ଉଥପ୍ପାଙ୍କ ନାଁରେ ଗିରଫ ପରୱାନା, EPFO ଟଙ୍କା ହେରଫେର କରିଥିବା ଅଭିଯୋଗ

ନୂଆଦିଲ୍ଲୀ, ୨୧।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଛି। ଉଥପ୍ପାଙ୍କ ଉପରେ EPFO ଟଙ୍କା ଘୋଟାଲା କରିଥିବା ଅଭିଯୋଗ ହୋଇଛି। ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ୨୩ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି।

ରିପୋର୍ଟ ଅନୁଯାୟୀ, ଉଥପ୍ପାଙ୍କ ଉପରେ ଅଭିଯୋଗ ହୋଇଛି କି ସେଞ୍ଚୁରୀ ଲାଇଫ୍‌ଷ୍ଟାଇଲ ବ୍ରାଣ୍ଡ
ପ୍ରାଇଭେଟ ଲିମିଟେଡକୁ ମ୍ୟାନେଜ୍‌ କରୁଥିବାବେଳେ କର୍ମଚାରୀଙ୍କ ଦରମାରୁ ୨୩ ଲକ୍ଷ ଟଙ୍କା କଟାଯାଇଥିଲା। ହେଲେ କିନ୍ତୁ ଏହାକୁ ସେ EPFO ପାଣ୍ଠିରେ ଜମା କରିନାହାଁନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri