Posted inଖେଳ

ମୁହଁ ମାଡ଼ି ପଡ଼ିଲା ଟିମ୍‌ ଇଣ୍ଡିଆ

ଲିଡ୍ସ,୨୮।୮: ଲଡର୍‌ସ ଟେଷ୍ଟରେ ଚମତ୍କାର ବିଜୟ ହାସଲ କରିଥିବା ଭାରତୀୟ ଦଳକୁ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଏକ ଇନିଂସ ଓ ୭୬ ରନ୍‌ରେ ହରାଇ ଦେଇଛି ଘରୋଇ ଇଂଲଣ୍ଡ ଦଳ। ଏଭଳି ଫଳାଫଳ ଯୋଗୁ ୧-୧ର ବରାବର ସ୍ଥିତିରେ ପହଞ୍ଚିଛି ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌। ପ୍ରଥମ ଇନିଂସରେ ଭାରତ ୭୮ ରନ୍‌ କରିଥିବା ବେଳେ ଇଂଲଣ୍ଡ ୪୩୨ ରନ୍‌ କରିଥିଲା। ଫଳରେ ୩୫୪ ରନ୍‌ ପଛରେ ଥିବା ଟିମ୍‌ ଇଣ୍ଡିଆ ଚତୁର୍ଥ ଦିନରେ ୨୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି।

ଶନିବାର ଭାରତ ତା’ର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୨୧୫/୨ରୁ ବ୍ୟାଟିଂ ଆରମ୍ଭ କରିଥିଲା। ସକାଳୁ ସକାଳୁ ଚେତେଶ୍ୱର ପୂଜାରା (୯୧) ଆଉଟ୍‌ ହୋଇ ପ୍ୟାଭିଲିୟନ ଫେରିଥିଲେ। ଏହା ପରେ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଥିଲା ଟିମ୍‌ ଇଣ୍ଡିଆ। ନା ଅଧିନାୟକ ବିରାଟ କୋହଲି (୫୫) ନା ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଇଂଲଣ୍ଡ ବୋଲରଙ୍କ ସମ୍ମୁଖୀନ ହୋଇ ପାରି ନ ଥିଲେ। ଫଳରେ ଭାରତୀୟ ଦଳ ତା’ର ଦ୍ୱିତୀୟ ଇନିଂସରେ ୨୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ବିଜୟୀ ଦଳ ପାଇଁ ଓଲି ରବିନସନ ୫ ଓ କ୍ରେଗ ଓଭର୍ଟନ ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଚର୍ଚ୍ଚା: ଝିଅର ଜୀବନସାଥୀକୁ ନେଇ ସଚିନ କହିଲେ…

ମୁମ୍ବାଇ,୫।୧୧: କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ସାରା ନିଜ ଜନ୍ମଦିନ ସେଲିବ୍ରେଶନ୍‌ର ଏକ ଭିଡିଓ…

ଏଣିକି ନବମ ଶ୍ରେଣୀରୁ ବିଜନେସ୍‌ ଶିଖିବେ ପିଲା, NCERT ବହିରେ ଯୋଡ଼ିହେଲା….

ନୂଆଦିଲ୍ଲୀ,୫ା୧୧: ନବମ ଶ୍ରେଣୀର ପାଠ୍ୟପୁସ୍ତକରେ ବଡ଼ ପରିବର୍ତ୍ତନ କରିଛି ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (NCERT)। ସାମାଜିକ ବିଜ୍ଞାନର ନୂଆ ପୁସ୍ତକର ଦ୍ୱିତୀୟ ଭାଗର…

କେରଳରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ ଡିଏଲ୍‌ଓଙ୍କୁ ଭେଟିଲେ ପରିବାରବର୍ଗ

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ…

ଈଶ୍ୱର ବିନ୍ଧାଣୀଙ୍କ ଘରେ ୧୭ ଘଣ୍ଟା ଧରି ଚଢ଼ାଉ କରୁଥିଲା ଇଡି, ଆସିଲା ବଡ଼ ଟ୍ବିଷ୍ଟ୍‌; ଘରୁ ମିଳିଲା….

ଉଦଳା,୫।୧୧(ସନ୍ତୋଷ କୁାର ବାଛିନି): ବେଆଇନ ଆର୍ଥିକ କାରବାର ଓ ୧୨୨ କୋଟି ଟଙ୍କାର ଠକେଇ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ ଦୀର୍ଘ ୧୭ ଘଣ୍ଟା ଧରି ଚଢ଼ାଉ…

ବରିଷ୍ଠ ଅଧିକାରୀଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି…

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା, ଏବେ ମିଳିବ ଏତେ ଟଙ୍କା ଏରିୟର

ନୂଆଦିଲ୍ଲୀ, ୫।୧୧: ପାର୍ବଣ ଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଜ କର୍ମଚାରୀ ଓ ପେନସନଭୋଗୀଙ୍କ ଉପରେ ଉପହାର ବର୍ଷା ଜାରି ରହିଛି। ରାଜସ୍ଥାନ, ମଧ୍ୟପ୍ରଦେଶ, ତାମିଲନାଡୁ ଓ…

ଦ୍ୱିତୀୟ ଦିନିକିଆ ପୂର୍ବରୁ ଭାରତକୁ ଝଟ୍‌କା! ଦଳରୁ ବାଦ୍‌ ପଡିଲେ ଷ୍ଟାର୍‌ ଖେଳାଳି, ପ୍ଲେଇଂ-୧୧ କିଏ ସ୍ଥାନ ପାଇଲେ ଦେଖନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହୋଇଯାଇଛି। ଉଭୟ ଦେଶ ମଧ୍ୟରେ ମୋଟ ୫ଟି ମ୍ୟାଚ ଖେଳାଯିବ। ପ୍ରଥମ ମୁକାବିଲାରେ ଟିମ…

ଯୋଗାଣ ବିଭାଗର ଚଢ଼ାଉ: ଯାତ୍ରୀବାହୀ ବସ୍‌ରୁ ଜବତ ହେଲା ଗ୍ୟାସ ଭର୍ତ୍ତି ସିଲିଣ୍ଡର

ବସ୍ତା,୫ା୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଗାନ୍ଧୀ ଛକଠାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଯୋଗାଣ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଛି। ଏହି ଚଢ଼ାଉରେ ବାଲିଆପାଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?