Posted inଫୁରସତ

ରୋବୋ ଛେଳି

ଜାପାନର କାଓସାକି କମ୍ପାନୀ ତିଆରି କରିଛି ପୃଥିବୀର ସବୁଠାରୁ ବଡ଼ ରୋବୋ ଛେଳି, ଯାହା ଉପରେ ବସି ଜଣେ ତାକୁ ଚଳାଇ ପାରିବେ। ୨୦୨୨ର ଅନ୍ତର୍ଜାତୀୟ ରୋବୋ ପ୍ରଦର୍ଶନୀରେ ଏହା ପ୍ରଦର୍ଶିତ ହୋଇଥିଲା। ଏଥିରେ ଅନେକ ଉନ୍ନତଧରଣର ରୋବୋ ପ୍ରଦର୍ଶିତ ହୋଇଥିଲା। ତେବେ ଏହି ରୋବୋ ଛେଳି ସମସ୍ତଙ୍କର ଅଧିକ ଦୃଷ୍ଟି ଆକର୍ଷଣ କରିଥିଲା। ୟୁରେଷିଆ ଓ ଆଫ୍ରିକାରେ ଦେଖାଯାଉଥିବା ଏକ ପ୍ରଜାତିର ବଡ଼ ଜଙ୍ଗଲି ଛେଳି ଆଇବେକ୍ସର ନାମାନୁସାରେ ଏହାର ନାମ ‘ବେକ୍ସ’ ଦିଆଯାଇଛି। ଏହି ରୋବୋ ଛେଳି ଉପରେ ମଣିଷ ବସି ଯାଇପାରିବେ। ତା’ ପିଠିରେ ଭାରି ଜିନିଷ ରଖି ନେଇ ମଧ୍ୟ ହେବ। ବେକ୍ସ ସମତଳ ଭାଗରେ ଭଲରେ ଚାଲିପାରେ। ଆଣ୍ଠୁରେ ଲାଗିଥିବା ଚକ ଏଥିରେ ବହୁତ ସାହାଯ୍ୟ କରେ। ଖାଲ ଢିପ ରାସ୍ତାରେ ଏହା ଧୀରେ ଧୀରେ ଚାଲି ଚାଲି ଯାଇଥାଏ। ଏଥିରେ ବସିବାର ଏକ ଭିନ୍ନ ମଜା ରହିଛି। ଏହି ରୋବୋରେ ଆଗକୁ ଆହୁରି ଅନେକ ଡେଭଲେପମେଣ୍ଟ ହେବାକୁ ଅଛି ବୋଲି ଏହାର ନିର୍ମାତାମାନେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri